ଭିକାରୀ ମୁକ୍ତ ହେବ ଭୁବନେଶ୍ୱର
ଭୁବନେଶ୍ୱରକୁ ଭିକାରୀ ମୁକ୍ତ କରିବା ପ୍ରସଙ୍ଗରେ ବିଏମସି କମିଶନର ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ସ୍ବତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଯାଇଛି । ସରକାରଙ୍କ ସହାୟତାରେ ଭୁବନେଶ୍ବରରେ ୫ ଶହ ଭିକାରୀ ରହିବା ଭଳି ୫ଟି ଥଇଥାନ କେନ୍ଦ୍ର ହୋଇଥିବା ବେଳେ ଏହାକୁ କଡାକଡି ପାଳନ କରିବାକୁ!-->…