ଆସିଲା କ୍ରିକେଟର ରାଜଶ୍ରୀ ସ୍ବାଇଁଙ୍କ ପୋଷ୍ଟମର୍ଟମ ରିପୋର୍ଟ
କ୍ରିକେଟର ରାଜଶ୍ରୀ ସ୍ବାଇଁଙ୍କ ପୋଷ୍ଟମର୍ଟମ ରିପୋର୍ଟରେ ଶ୍ବାସରୁଦ୍ଧ ହୋଇ ତାଙ୍କ ମୃତ୍ୟୁ ହୋଇଥିବା ଉଲ୍ଲେଖ ଅଛି । ମୃତ୍ୟୁ ପରେ ମୁଣ୍ଡରେ କ୍ଷତ ଚିହ୍ନ ରହିଛି । ଗୁରୁଡିଝାଟିଆ ପୋଲିସକୁ ପୋଷ୍ଟମଟମ୍ ରିପୋର୍ଟ ହସ୍ତାନ୍ତର କରାଯାଇଛି । ମୃତ୍ୟୁର କାରଣ ଜାଣିବାକୁ ଭିସେରା ରିପୋର୍ଟକୁ!-->…
