ହରିଶଙ୍କରରୁ ଫେରୁଥିବା ବେଳେ ବସ୍ ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ୪୫ ଯାତ୍ରୀ
ହରିଶଙ୍କରରୁ କେନ୍ଦ୍ରାପଡ଼ା ଫେରୁଥିବା ବେଳେ ବସ୍ ଦୁର୍ଘଟଣାଗ୍ରସ୍ତ । ବୌଦ୍ଧ ଜିଲ୍ଲା ୫୭ ନମ୍ବର ଜାତୀୟ ରାଜପଥ ହରଭଙ୍ଗା ବ୍ଲକର ବୀର ନରସିଂହପୁର ଠାରେ ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ହେଲେ ବସ୍ରେ ଥିବା ୪୫ ଜଣ ଯାତ୍ରୀ ଅଳ୍ପକେ ବର୍ତି ଯାଇଛନ୍ତି ।
ସୂଚନାନୁଯାୟୀ ,!-->!-->!-->…
