ପୂର୍ବତନ ଡିଜିପି ଶରତ ଚନ୍ଦ୍ର ମିଶ୍ରଙ୍କ ପରଲୋକ
ପୂର୍ବତନ ଡିଜିପି ଶରତ ଚନ୍ଦ୍ର ମିଶ୍ରଙ୍କ ପରଲୋକ ହୋଇଛି । ୮୮ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ଏନେଇ ତାଙ୍କ ଭାଇ ବିପିନ ବିହାରି ମିଶ୍ର ସୂଚନା ଦେଇଛନ୍ତି । ଗତ କିଛିଦିନ ହେବ ସେ ଡେଙ୍ଗୁରେ ଆକ୍ରାନ୍ତ ଥିଲେ ।ଡେଙ୍ଗୁ ଚିହ୍ନଟ ହେବା ପରେ!-->…