ଓଡିଶାରେ ପହଞ୍ଚିଲା ସହିଦ ସରୋଜଙ୍କ ମର ଶରୀର
ଭୁବନେଶ୍ୱରରେ ସହିଦଙ୍କ ମରଶରୀର । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲା ସିକ୍କିମ ବନ୍ୟାରେ ସହିଦ ହୋଇଥିବା ସରୋଜ ଦାସଙ୍କ ସହିଦଙ୍କ ମରଶରୀର । ଭୁବନେଶ୍ୱର ବିମାନ ବନ୍ଦରରେ ସହିଦ ସରୋଜ ଦାସଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଛି । ସହିଦଙ୍କ ଶେଷ ଦର୍ଶନ ପାଇଁ ବିମାନବନ୍ଦରରେ ପହଞ୍ଚିଛନ୍ତି!-->…