ସିକିମ ପ୍ରଳୟଙ୍କରୀ ବନ୍ୟାରେ ଓଡ଼ିଆ ଯବାନ ନିଖୋଜ
ବାଦଲଫଟା ବର୍ଷାରେ ସିକିମରେ ସୃଷ୍ଟି ହୋଇଛି ପ୍ରଳୟଙ୍କରୀ ବନ୍ୟା। ସିକିମର ଏହି ପ୍ରଳୟଙ୍କରୀ ବନ୍ୟାରେ ଭାସିଯାଇଥିଲେ ୨୩ ଯବାନ। ଜଣେ ଯବାନଙ୍କୁ ଉଦ୍ଧାର କରାଯାଇଥିବା ବେଳେ ୨୨ ଜଣ ଏବେ ବି ନିଖୋଜ ଅଛନ୍ତି। ଏହି ନିଖୋଜ ଯବାନଙ୍କ ମଧ୍ୟରେ ଜଣେ ଓଡ଼ିଶାର ଥିବା ସୂଚନା ରହିଛି। ନିଖୋଜ ଓଡ଼ିଶା!-->…