ଚିଡ଼ିଆଖାନା କର୍ମଚାରୀଙ୍କ ତଣ୍ଟି କାମୁଡ଼ି ମାରିପକାଇଲା ସିଂହ
ଜାପାନର ଫୁକୁଶିମାସ୍ଥିତ ‘ତୋହୋକୁ ସଫାରି ପାର୍କ’ରେ ଜଣେ ୫୩ ବର୍ଷିୟ ଚିଡ଼ିଆଖାନା କର୍ମଚାରୀଙ୍କୁ ଗୋଟାଏ ସିଂହ ମାରି ପକାଇଥିବା କଥା ସମ୍ବାଦ ସରବରାହା ସଂସ୍ଥାନ ‘ରଏଟର୍ସ’ ରିପୋର୍ଟ କରିଛି।
ଗୁରୁବାର ଦିନ ସିଂହଟିକୁ ଖାଇବାକୁ ଦେଉଥିବା ବେଳେ କେନିଚି କାତୋ ନାମକ କର୍ମଚାରୀଙ୍କୁ ସେ!-->!-->!-->…