Odia News Portal
Yearly Archives

2023

ବିଧାନସଭାରେ ଲାଗି ରହିଛି ଅଚଳାବସ୍ଥା

ବିଧାନସଭାରେ ଲାଗି ରହିଛି ଅଚଳାବସ୍ଥା। ଗୃହରେ ପୁଣି ହଟ୍ଟଗୋଳ ସୃଷ୍ଟି ହୋଇଛି। ଫଳରେ ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି। ଉଲ୍ଲେଖଯୋଗ୍ୟ, ଆଜି ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। ଗୃହରେ ପ୍ରଶ୍ନକୁ ରିଜେକ୍ଟ କରାଯାଉଥିବା ନେଇ ବିଜେପି

ମାଡ଼ି ଚାଲିଛି ସ୍କ୍ରବ୍ ଟାଇଫସ୍,ସୁନ୍ଦରଗଡ଼ରେ ଆଉ ୧୦ ରୋଗୀ ଚିହ୍ନଟ

ମାଡ଼ି ଚାଲିଛି ସ୍କ୍ରବ୍ ଟାଇଫସ୍ । ସୁନ୍ଦରଗଡ଼ରେ ଆଉ ୧୦ ସ୍କ୍ରବ୍ ଟାଇଫସ୍ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଦେଇଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ । ଫଳରେ ଜିଲ୍ଲାରେ ସ୍କ୍ରବ୍ ଟାଇଫସ୍ ପଜିଟିଭ ସଂଖ୍ୟା ୧୯୩କୁ ବୃଦ୍ଧି ପାଇଛି । ରାଜ୍ୟରେ ବଢ଼ି ଚାଲିଥିବା ସ୍କ୍ରବ

ବିସର୍ଜନ ଆଗରୁ ରାତି ଅଧରୁ ଗାୟବ ହୋଇଗଲା ଗଣେଶଙ୍କ ମୂର୍ତ୍ତି

ରାତି ଅଧରୁ ପେଣ୍ଡାଲରୁ ଗାୟବ ହେଲା ଗଣେଶଙ୍କ ମୂର୍ତ୍ତି l ଦେଖୁ ଦେଖୁ ଉଭାନ ହୋଇ କୁଆଡେ ଚାଲିଗଲା ପ୍ରଭୁ ବିଘ୍ନ ବିନାଶକଙ୍କ ଏତେ ବଡ ମୂର୍ତ୍ତି, ସମସ୍ତେ ଖୋଜିଲେ କିନ୍ତୁ ପାଇଲେନାହିଁ.. ହଠାତ ମୂର୍ତ୍ତି ଗାୟବ କୁ ନେଇ ସମସ୍ତେ ଡରି ଗଲେ ..ପରେ ସନ୍ଦେହ କରିବାରୁ ପ୍ରକୃତ କଥା ଜଣାପଡିଲା ..

ବିଜେପି ମହିଳା ସଂରକ୍ଷଣ ବିଲ୍ ଲାଗୁ କରିବାକୁ ଚାହୁଁନି

ନରେନ୍ଦ୍ର ମୋଦୀ ସରକାର ମହିଳା ସଂରକ୍ଷଣ ବିଲ୍ କାର୍ଯ୍ୟକାରୀ କରିବାକୁ ଇଚ୍ଛୁକ ନୁହଁନ୍ତି । ଏହି ବିଲ୍ ବିଜେପିର କେବଳ ଏକ ନିର୍ବାଚନୀ ଚାଲ୍ ବୋଲି କଂଗ୍ରେସ ଅଭିଯୋଗ କରିଛି । ବିଳମ୍ବ ନ କରି ମହିଳା ସଂରକ୍ଷଣ ବିଲକୁ ଯଥାଶୀଘ୍ର ସରକାର କାର୍ଯ୍ୟକାରୀ କରନ୍ତୁ ବୋଲି ସୋସିଆଲ ମିଡିଆ ତଥା

ମୁଖ୍ୟମନ୍ତ୍ରୀଙ୍କ ବିବୃତି:ହେଲିକପ୍ଟର ବାବଦକୁ ସରକାର ୪୦ କୋଟି ଖର୍ଚ୍ଚ କରିଛନ୍ତି

ବିଧାନସଭାରେ ବିବୃତି ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି, ମୋ ସରକାର ଲୋକଙ୍କ ସରକାର। କେଭିଡ ହେତୁ ୨ ବର୍ଷ ହେଲା ବନ୍ଦ ଥିଲା ସିଏମଓ ଅଭିଯୋଗ ପ୍ରକୋଷ୍ଠ। ସେଥିପାଇଁ ସିଏମଓର ଅଧିକାରୀଙ୍କୁ ବିଭିନ୍ନ ସ୍ଥାନକୁ ଯାଇ ଅଭିଯୋଗ ଗ୍ରହଣ କରି ସମାଧାନ ଲାଗି ନିର୍ଦ୍ଦେଶ

କଟକ ଏସଡିଜେଏମ ଅଦାଲତରେ ଅନୁଭବ ଓ ବର୍ଷା

କଟକ ଏସଡିଜେଏମ ଅଦାଲତରେ ଅନୁଭବ ଓ ବର୍ଷା। ବର୍ଷା ଦାୟର କରିଥିବା ଘରୋଇ ହିଂସା ମାମଲାରେ ଉଭୟ ହାଜରହୋଇଛନ୍ତି। ଉଭୟଙ୍କ ମଧ୍ୟରେ କନସିଲେସନ ହୋଇଛି । ନିଜେ କଟକ ଏସଡିଜେଏମ କାଉନସେଲିଂ କରୁଛନ୍ତି। ଉଭୟ ବର୍ଷା ଓ ଅନୁଭବ ମଧ୍ୟାହ୍ନ ଭୋଜନ ପାଇଁ ବାହାରି ଯାଇଛନ୍ତି। କନସିଲେସନ ପାଇଁ

ହୀରାକୁଦରେ ୧୪ଟି ଗେଟରେ ବନ୍ୟା ଜଳ ନିଷ୍କସିତ

ବନ୍ଦ ଲୋ ହୀରାକୁଦ ଜଳ ଭଣ୍ଡାରର ୧୦ଟି ଗେଟ୍ । ଏବେ ମୋଟ ୧୪ଟି ଗେଟ ଦେଇ ବନ୍ୟା ଜଳ ନିସ୍କାସିତ ହେଉଛି । ପୂର୍ବରୁ ୨୪ଟି ଗେଟ୍ ଦେଇ ପାଣି ଛଡ଼ା ଯାଉଥିଲା । ୧୦ଟି ଗେଟ୍ ବନ୍ଦ ହେବା ପରେ ଏବେ ୧୪ଟି ଗେଟ୍ ଦେଇ ପାଣି ଛଡ଼ାଯାଉଛି । ବାମପଟରେ ୮ ଓ ଡାହାଣ ପଟରେ ୬ଟି ଗେଟ୍ ଖୋଲା ଅଛି ।

ଯୁବକଙ୍କୁ ଛୁରୀ ଭୁସି ହତ୍ୟା

ସାମାନ୍ୟ ବଚସାରୁ କେନ୍ଦ୍ରାପଡାରେ ଜଣେ ଯୁବକଙ୍କୁ ଛୁରୀ ଭୁସି ହତ୍ୟା କରାଯାଇଥିବା ଅଭିଯୋଗ ଆସିଛି । ନିକିରାଇ ଥାନା ଧୂମାତଶାସନ କେନାଲ ବନ୍ଧରେ ଯୁବକଙ୍କୁ ଛୁରାମାଡ ହୋଇଛି । ସାଙ୍ଗ ହୋଇ ନିଶା ସେବନ କରୁଥିବା ବେଳେ ହୋଇଥିଲା ବଚସା । ଯାହାଫଳରେ ବଚସା ଉଗ୍ରରୂପ ନେଲା । ମୃତ

ବିଧାନସଭା ମୁଲତବୀ ପ୍ରସଙ୍ଗ, ବିବୃତ୍ତି ରଖିଲେ ମୁଖ୍ୟମନ୍ତ୍ରୀ

ମୋ ସରକାର ଜନସାଧାରଣଙ୍କର ଅଭିଯୋଗ ସମାଧାନ ଉପରେ ସବୁବେଳେ ସର୍ବୋଚ୍ଚ ପ୍ରାଥମିକତା ଦେଇ ଆସିଛି। କୋଭିଡ ମହାମାରୀ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଭୁବନେଶ୍ୱରରେ ଜନସାଧାରଣଙ୍କର ଅଭିଯୋଗ ଶୁଣାଣୀ କରି ସମାଧାନ ପାଇଁ ପଦକ୍ଷେପ ନେଉଥିଲେ। ସାରା ରାଜ୍ୟର ବିଭିନ୍ନ ଅଞ୍ଚଳରୁ

ବିଲ ମଝିରୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ବାଲେଶ୍ବର ଜିଲ୍ଲା ସୋର ଥାନା ବିଲବାଙ୍କିଆ ଛକ ନିକଟସ୍ଥ ବିଲ ମଝିରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଯୁବକ ହେଲେ ନଦୀଗାଁ ପଞ୍ଚାୟତ କାନପୁର ଗ୍ରାମର ବାପାନ ସିଂ(୨୮)। ବାପାନ ଗତ ଚାରି ଦିନ ଧରି ନିଖୋଜ ଥିବା ବେଳେ ଆଜି ସକାଳେ ସ୍ଥାନୀୟ ଲୋକେ ତାଙ୍କୁ ବିଲମଝିରେ ମୁହଁ ମାଡ଼ି