ରାଜ୍ୟସଭାରେ ମହିଳା ସଂରକ୍ଷଣ ବିଲ୍ ନେଇ ଆଲୋଚନା
ରାଜ୍ୟସଭାରେ ମହିଳା ସଂରକ୍ଷଣ ବିଲ୍ ନେଇ ଆଲୋଚନା । ବିଲ୍କୁ ବିଜେଡିର ସମର୍ଥନ । ଆଲୋଚନାରେ ଭାଗ ନେଇ ବିବୃତ୍ତି ରଖିଛନ୍ତି ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ । ମାତୃ ଭାଷା ଓଡ଼ିଆକୁ ସମ୍ମାନ ଦେଇ ସେ ନିଜର ବିବୃତ୍ତି ଓଡ଼ିଆରେ ଦେଇଥିଲେ । ତାଙ୍କ ଭାଷଣରେ ସେ କହିଛନ୍ତି ଯେ, ବିଜେଡି ସବୁବେଳେ!-->…