ଗଣେଶ ପୂଜାରେ ଅଘଟଣ: ବିଦ୍ୟୁତ୍ ସଂସ୍ପର୍ଶରେ ଆସି ବିଶ୍ବବିଦ୍ୟାଳୟ ଛାତ୍ରଙ୍କ ଜୀବନହାନି
ଗଣେଶ ପୂଜାରେ ଅଘଟଣ। ନରାଜରେ ଥିବା ଏକ ଘରୋଇ ବିଶ୍ବବିଦ୍ୟାଳୟରେ ବିଦ୍ୟୁତ ସଂସ୍ପର୍ଶରେ ଆସିଲେ ୩ ଜଣ ଛାତ୍ର। ଜଣଙ୍କର ମୃତ୍ୟୁ। ଅନ୍ୟ ୨ ଗୁରୁତର। ସୂଚନା ଅନୁଯାୟୀ, ଛାତ୍ରମାନେ ଏକ ଟ୍ରାକ୍ଟରେ ଗଣେଶ ପୂଜା ପାଇ ଗଣେଶ ମୂର୍ତ୍ତି ନେବା ସମୟରେ ୩ ଜଣ ଛାତ୍ର ୧୧ କେଭି ବିଦ୍ୟୁତ ସଂସ୍ପର୍ଶରେ!-->…