Odia News Portal
Yearly Archives

2023

ଆନ୍ଧ୍ରରେ ଭୟଙ୍କର ସଡ଼କ ଦୁର୍ଘଟଣା, ୪ ଓଡ଼ିଆଙ୍କ ଜୀବନ ଗଲା

ଆନ୍ଧ୍ରପ୍ରଦେଶ ଚିତ୍ତୁରରେ ବିରାଟ ଦୁର୍ଘଟଣା । ଓଡିଶାର ୪ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା । ଆନ୍ଧ୍ରପ୍ରଦେଶ ଚିତ୍ତୁର ଜିଲ୍ଲା ତାଭନମପାଲେ ମଣ୍ଡଳରେ ଏହି ବିରାଟ ଦୁର୍ଘଟଣା ଘଟିଛି । ଲରି ସହ ଧକ୍କା ଦେଇଛି ଏକ ଆମ୍ବୁଲାନ୍ସ । ଏଥିରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଥିବା ବେଳେ ଅନ୍ୟ

ବିପଦ ସଙ୍କେତ ଉପରେ ବଂଶଧାରା ନଦୀ

ଲଗାଣ ବର୍ଷା ଯୋଗୁଁ ବଂଶଧାରା ନଦୀ ବିପଦ ସଙ୍କେତ ନିକଟରେ ପ୍ରବାହିତ ହେଉଛି। ଜିଲ୍ଲାର ଗୁଣୁପୁର ଠାରେ ଥିବା କେନ୍ଦ୍ରୀୟ ଜଳ ଆୟୋଗଙ୍କ କାର୍ଯ୍ଯାଳୟରୁ ମିଳିଥିବା ସୂଚନା ଅନୁଯାୟୀ, ଗୁଣୁପୁର ଠାରେ ବଂଶଧାରାର ଜଳସ୍ତର ୮୩.୭୫ ମିଟରକୁ ବୃଦ୍ଧି ପାଇଛି। ଏହି ସ୍ଥାନରେ ନଦୀର ବିପଦ ସଙ୍କେତ ୮୪

ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ର ଶୁଭାରମ୍ଭ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ମା’, କିଶୋରୀ ଝିଅ ଓ ଶିଶୁମାନଙ୍କ ଉପଯୁକ୍ତ ପୁଷ୍ଟିସାଧନ ଉଦ୍ଦେଶ୍ୟରେ ‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ର ଶୁଭାରମ୍ଭ କରିଛନ୍ତି । ଏହା ସହ ମୁଖ୍ୟମନ୍ତ୍ରୀ ‘ପଡ଼ା ପୁଷ୍ଟି’ କାର୍ୟ୍ୟକ୍ରମ ମଧ୍ୟ ଆରମ୍ଭ କରିଛନ୍ତି। ଏହି ଯୋଜନାରେ ସାରା

ନବ ହତ୍ୟା ମାମଲା ; କୋର୍ଟରେ ହଜାର ହେଲା ଗୋପାଳ

ନବ ଦାସ ହତ୍ୟା ମାମଲା | କୋର୍ଟରେ ହଜାର ହେଲେ ଗୋପାଳ | ଝାରସୁଗୁଡା ଅତିରିକ୍ତ ଜିଲ୍ଲା ଓ ଦୌରାଜଜ କୋର୍ଟରେ ହଜାର | ଦୋଷମୁକ୍ତ ପାଇଁ ଗୋପାଳର ଡ଼ିସଚାର୍ଜ ପିଟିସନ ଖାରଜ କଲା କୋର୍ଟ | ନବ ଦାସ ହତ୍ୟା ମାମଲାରେ ଚାର୍ଜ ଫ୍ରେମ କଲେ କୋର୍ଟ | ଗୋପାଳ ଦାସ ବିରୁଦ୍ଧରେ ହେଲା ଚାର୍ଜ ଫ୍ରେମ |

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବାସଭବନ ଘେରିବା ସହ ଅଣ୍ଡାମାଡ଼ କଲା ଛାତ୍ର କଂଗ୍ରେସ

ଛାତ୍ର ସଂସଦ ନିର୍ବାଚନ ବନ୍ଦକୁ ନେଇ ତାତିଲା କଂଗ୍ରେସ। ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀଙ୍କ ବାସଭବନ ଘେରିବା ସହ ଅଣ୍ଡାମାଡ଼ କଲା ଛାତ୍ର କଂଗ୍ରେସ। ଛାତ୍ର ସଂସଦ ନିର୍ବାଚନ କରିବା ଦାବିରେ ଛାତ୍ର କଂଗ୍ରେସ ଏହି ବିକ୍ଷୋଭ କରିଛି । ସୂଚନାଯୋଗ୍ୟ, ବାତ୍ୟା

ଭଡା ଘରେ ସେକ୍ସ ରାକେଟ, ୩ ମହିଳା ଉଦ୍ଧାର

ଗଞ୍ଜାମ ଜିଲ୍ଲା ନିମଖଣ୍ଡି ଅଞ୍ଚଳରେ ଏକ ଭଡା ଘରୁ ଦେହ ବ୍ୟବସାୟ ଚାଲୁଥିବା ଏକ ସେକ୍ସ ରାକେଟକୁ ପୋଲିସ ବୁଧବାର ଠାବ କରିବା ସହ ୩ ଜଣ ମହିଳାଙ୍କୁ ଉଦ୍ଧାର କରିଛି।କୌଣସି ସୂତ୍ରରୁ ଖବର ପାଇ ନିମଖଣ୍ଡି ଥାନା ପୁଲିସର ଏକ ଟିମ୍ ଏକ ଘରେ ଚଢ଼ଉ କରି ପଡ଼ୋଶୀ ଆନ୍ଧ୍ରପ୍ରଦେଶର ଜଣେ ଯୁବତୀଙ୍କ ସମେତ

ରାଜଧାନୀରେ ବେଆଇନ କଫ ସିରପ୍ ରାକେଟର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ

ରାଜଧାନୀରେ ବେଆଇନ କଫ ସିରପ୍ ରାକେଟର ପର୍ଦ୍ଦାଫାସ କରି ବୁଧବାର ପୁଲିସ ୨୦୫ଟି କଫ ସିରପ୍ ବୋତଲ ଜବତ କରିଛି। ଏହି ଘଟଣାରେ ପୁଲିସ ଜଣେ ନିଶା ବେପାରୀକୁ ମଧ୍ୟ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ଭୁବନେଶ୍ୱର ରବି ଟକିଜ ନିବାସୀ ଅକ୍ଷୟ କୁମାର ବେହେରା ବୋଲି ଜଣାପଡ଼ିଛି। ଅବକାରୀ ପୁଲିସ

୫୩ ଗ୍ରାମ ବ୍ରାଉନସୁଗାର ଜବତ, ଜଣେ ଗିରଫ

 ସୂଚନା ମୁତାବକ ଅବକାରୀ ଅଧିକ୍ଷକ ଅମରେନ୍ଦ୍ର କୁମାର ଜେନାଙ୍କ ନିର୍ଦ୍ଧେଶ କ୍ରମେ ମଙ୍ଗଳବାର ୩ ଘଟିକା ସମୟରେ ଅବକାରୀ ଇନସିପେକ୍ଟର ସମୀର କୁମାର ମହାନ୍ତି ଚୂନଭାଟି ପ୍ଲଟ ଛକରେ ଚଢ଼ାଉ କରିଥିଲେ l ଏହି ସମୟରେ ଜଣେ ବ୍ୟକ୍ତି ବାଇକରେ ବ୍ରାଉନସୁଗାର ରଖି ବିକୁଥିବା ଦେଖି ଗିରଫ କରିନେଇଥିଲେ l

ଯଯାତି କେଶରୀଙ୍କ ନାଁରେ ମେଡିକାଲ କଲେଜ

ଯଯାତି କେଶରୀଙ୍କ ନାଁରେ ନାମିତ ହେବ ଯାଜପୁର ମେଡିକାଲ କଲେଜ | ପ୍ରସ୍ତାବକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | ୨୦୨୪ ଶିକ୍ଷାର୍ଷରୁ କାର୍ଯ୍ୟକ୍ଷମ କରିବାକୁ ସରକାରଙ୍କ ଘୋଷଣା | ୧୦୦ ସିଟରେ ନାମଲେଖା ପାଇଁ ଏନଏମସି କୁ ଆବେଦନ କରିବେ ସରକାର |