ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୨୪ ଘଣ୍ଟାରେ ହେବ ଅଧିକ ଘନୀଭୂତ
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଉତ୍ତର ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବ। ପଶ୍ଟିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି । ଆଜି ଅତି ପ୍ରବଳ ବର୍ଷା!-->…