କ୍ୟାନସର ପାଇଁ ବିକ୍ରି ହେଉଛି ନକଲି ଔଷଧ
ଭାରତର ବଜାରରେ ଲିଭର ଏବଂ କ୍ୟାନସର ରୋଗୀଙ୍କ ପାଇଁ ନକଲି ଔଷଧ ସହ ଇଞ୍ଜକସନ ବିକ୍ରି ହେଉଛି । ଏନେଇ ଡିସିଜିଆଇ ସୂଚନା ଦେଇଛନ୍ତି । ଏଥିସହିତ ନକଲି ଔଷଧ ଏବଂ ଇଞ୍ଜକସନ ଉପରେ କଡ଼ା ନଜର ରଖିବା ପାଇଁ ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ପରାମର୍ଶ ଦେଇଛନ୍ତି ।
ବିଶ୍ୱ ସ୍ୱାସ୍ଥ୍ୟ!-->!-->!-->…