Odia News Portal
Yearly Archives

2023

ଅକ୍ଟୋବର ୧ରୁ ଗାଡ଼ିରେ ଲାଗିବ VLT, ରାଜ୍ୟ ପରିବହନ ଆୟୁକ୍ତ ଜାରି କଲେ ନୋଟିସ୍

କଡାକଡି ହେବ ସେଣ୍ଟ୍ରାଲ ମୋଟର ଭେଇକିଲ ରୁଲ । ପରିବହନ ଗାଡିରେ ଲାଗିବ VLT । (ଭେଇକିଲ ଲୋକେସନ ଟ୍ରାକିଂ ସିଷ୍ଟମ୍) ଓ ପ୍ୟାନିକ ବଟନ୍ । ସେପ୍ଟେମ୍ବର ୩୦ ପୂର୍ବରୁ ପଞ୍ଜିକୃତ ହୋଇଥିବା ଗାଡ଼ିରେ ଚଳିତ ବର୍ଷ ଶେଷ ସୁଦ୍ଧା ଏହି ଡିଭାଇସ୍ ସଂଯୋଗ ବାଧ୍ୟତାମୂଳକ । ଏନେଇ ରାଜ୍ୟ ପରିବହନ

ସୁରଙ୍କ ପୁଅ ମନ୍ମଥଙ୍କୁ ନିଲମ୍ବନ କଲା କଂଗ୍ରେସ

ଗଣମାଧ୍ୟମରେ ବୟାନ ସହ କାରଣ ଦର୍ଶାଅ ନୋଟିସର ଜବାବ ନ ଦେବା ଯୋଗୁଁ ଆଜି କଂଗ୍ରେସ ଦଳରୁ ନିଲମ୍ବିତ ହୋଇଛନ୍ତି ଜଟଣୀ ବିଧାୟକ ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟ | ଆଜି ପ୍ରଦେଶ କଂଗ୍ରେସ କମିଟିର ଶୃଙ୍ଖଳା କମିଟି ମନ୍ମଥଙ୍କୁ ନିଲମ୍ବନ କରିଛି | ଶୃଙ୍ଖଳା କମିଟି ପକ୍ଷରୁ କୁହାଯାଇଛି ଯେ

୧୬ରେ କଟକ ନେତାଜୀ ବସ୍‌‌ ଟର୍ମିନାଲ ଉଦ୍‌ଘାଟନ

କଟକ ନେତାଜୀ ବସ୍‌‌ ଟର୍ମିନାଲ (ସିଏନବିଟି)ର ଆସନ୍ତା ୧୬ରେ ଉଦଘାଟନ ହେବ। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦଘାଟନ କରିବେ। ଏତଦ୍‌‌ ବ୍ୟତୀତ କଟକ ସହରରେ ନୂତନ ଭାବେ ଗଢିଉଠିଥିବା ଏକାଧିକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରାଯିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି।

ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ନୂଆଁଖାଇ ପାଇଁ ଧାର୍ଯ୍ୟ ହେଲା ଲଗ୍ନ । ସେପ୍ଟମ୍ବର ୨୦ରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ । ସଖାଳ ୧୦ ଟା ୨୭ ରୁ ୧୦ ଟା ୪୨ ମଧ୍ୟରେ ଶୁଭ ଲଗ୍ନ । ମା ସମଲେଶ୍ୱରୀ ଙ୍କ ନିକଟରେ ହେବେ ନବାନ୍ନଲାଗି । ବ୍ରହ୍ମପୁରା ପଣ୍ଡିତ ଙ୍କ ମହାସଭାରେ ହେଲା ଲଗ୍ନ ନିର୍ଦ୍ଧାରଣ ।

ପ୍ରେମ ବିବାହକୁ ବିରୋଧ କରି ଶୁଦ୍ଧି ହେଲେ ଝିଅର ବାପଘର ଲୋକ

ଏପଟେ ବାହାଘର, ସେପଟେ ଶୁଦ୍ଧିକ୍ରିୟା । ଝିଅର ପ୍ରେମ ବିବାହକୁ ବିରୋଧ କରି ଶୁଦ୍ଧି ହେଲେ ବାପଘର ଲୋକ । କେନ୍ଦ୍ରାପଡା ଜିଲ୍ଲା ଆଳି ନୂଆବଜାର ଅଞ୍ଚଳରେ ଏଭଳି ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଗୋୖଡ଼ପାଟଣା ମୋୖଜାର ରାଜେନ୍ଦ୍ର ଓ ଦୀପାଞ୍ଜଳିଙ୍କର ପ୍ରେମ ସମ୍ପର୍କ ଗଢି ଉଠିଥିଲା । ହେଲେ

ଆହୁରୀ ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା : ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ବୁଧବାରକୁ ଦୁର୍ବଳ ହୋଇପଡ଼ିଛି। କିନ୍ତୁ ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ଆଜି ବି ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳର ବାୟୁମଣ୍ଡଳରେ ୭.୬ କିମି ଯାଏଁ ସକ୍ରିୟ ରହିଛି । ଫଳରେ ଆସନ୍ତା ୨ ଦିନ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ

ଜି-୨୦ ଶିଖର ସମ୍ମିଳନୀ; ସରକାରୀ ଗାଡି ବ୍ୟବହାର ନକରିବାକୁ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ

ଚଳିତମାସ ୯ରୁ ଦିଲ୍ଲୀରେ ଦୁଇଦିନିଆ ଜି-୨୦ ଶିଖର ସମ୍ମିଳନୀ ଆରମ୍ଭ ହେବାକୁ ଯାଉଛି । ଏହି ପରିପ୍ରେକ୍ଷୀରେ ବୁଧବାରଠାରୁ ରାଷ୍ଟ୍ରନେତାଙ୍କ ଆଗମନ ଆରମ୍ଭ ହୋଇସାରିଥିବାବେଳେ ୮ ସୁଦ୍ଧା ସମସ୍ତ ରାଷ୍ଟ୍ରମୁଖ୍ୟ ପହଞ୍ଚିବେ ବୋଲି ଜଣାପଡିଛି । ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର

ଆଜି ଇ-ବସ୍‌ରେ ମାଗଣା ଯାତ୍ରା କରିବେ ଯାତ୍ରୀ

ଭୁବନେଶ୍ୱରରେ ଆଜି ମାଗଣା ଇ-ବସ୍ ଇ-ରିକ୍ସା ସେବା । କ୍ରୁଟ୍‌ର ଇ-ବସ୍ ଓ ଇ-ରିକ୍ସାରେ ମାଗଣା ଯାତ୍ରା କରିପାରିବେ ଯାତ୍ରୀ । ସ୍ୱଚ୍ଛ ବାୟୁ ଦିବସ ଅବସରରେ ଭୁବନେଶ୍ୱରର ମେୟରଙ୍କ ଘୋଷଣା କରାଯାଇଛି । ପ୍ରଦୂଷଣ କମାଇବା ଲକ୍ଷ୍ୟ, ରାଜଧାନୀର ୧୦ଟି ରୁଟ୍‌ରେ ଗଢୁଛି ଇ-ବସ୍ ।

ହାଇସ୍କୁଲ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ

 ନଦୀ କୁ ଡେଇଁ ନବମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ | ଅଠରବାଙ୍କୀ ନଦୀକୁ ସ୍କୁଲ ବ୍ୟାଗ ଫୋପାଡ଼ି ଡେଇଁ ପଡିଲେ ଛାତ୍ରୀ | ଗୁରୁତର ଅବସ୍ଥାରେ ଉଦ୍ଧାର କରି ମେଡିକାଲ ନେଲେ ସ୍ଥାନୀୟ ଲୋକ | ହାଇସ୍କୁଲ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମର କାରଣ ଅସ୍ପଷ୍ଟ |