Odia News Portal
Yearly Archives

2023

୨୪ ଘଣ୍ଟା ମଧ୍ୟରେ ୨୬ ଜିଲ୍ଲାରେ ଝଡ଼ବର୍ଷା ସହ ୧୦ ଜିଲ୍ଲାରେ ପ୍ରବଳ ବର୍ଷା

ଉତ୍ତର- ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନ ଠାରୁ ୫.୮ କିଲୋମିଟର ଉଚ୍ଚତାରେ ରହିଛି। ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା

ଦୁର୍ଗାପୂଜା ପାଇଁ କରି ପାରିବେ ନାହିଁ ଜବରଦସ୍ତ ଚାନ୍ଦା ଆଦାୟ

ଦୈତ ନଗରୀରେ ଦୁର୍ଗାପୂଜା ପାଇଁ କରି ପାରିବେ ନାହିଁ ଜବରଦସ୍ତ ଚାନ୍ଦା ଆଦାୟ।ଜବରଦସ୍ତ ଚାନ୍ଦା ଆଦାୟ କଲେ ବାନ୍ଧିବ କମିଶନରେଟ ପୋଲିସ। ଗତ ବର୍ଷ ଭଳି ଏ ବର୍ଷ ମଧ୍ୟ ପୋଲିସର ଏ ନେଇ କଡା ଆଭିମୁଖ୍ୟ ରହିଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ। ଜନସାଧାରଣ ଓ

ଦିଗପହଣ୍ଡିରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେଲା ସୂର୍ଯ୍ୟ ପାତ୍ରଙ୍କ ଅନ୍ତିମ ସଂସ୍କାର

ପୂର୍ବତନ ମନ୍ତ୍ରୀ, ପୂର୍ବତନ ବାଚସ୍ପତି ତଥା ଦିଗପହଣ୍ଡି ବିଧାୟକ ସୂର୍ଯ୍ୟନାରାୟଣ ପାତ୍ର(୭୪) ପଞ୍ଚଭୂତରେ ବିଲୀନ ହୋଇଛନ୍ତି। ଗଂଜାମ ଜିଲ୍ଲା ଦିଗପହଣ୍ଡିସ୍ଥିତ ମଶାଣୀରେ ରବିବାର ସନ୍ଧ୍ୟାରେ ଶୋକାକୁଳ ପରିବେଶ ମଧ୍ୟରେ ତାଙ୍କର ରାଷ୍ଟ୍ରୀୟ ମର୍ଯ୍ୟାଦାର ସହିତ ଶେଷକୃତ୍ୟ ସଂପନ୍ନ କରାଯାଇଛି।

ଆଜି ପ୍ରଥମ କକ୍ଷପଥ ପରିବର୍ତ୍ତନ କଲା ଆଦିତ୍ୟ-ଏଲ୍-୧ 

ଆଜି ପ୍ରଥମ କକ୍ଷପଥ ପରିବର୍ତ୍ତନ କରିଛି ଆଦିତ୍ୟ-ଏଲ୍-୧ । ଦିନ ୧୧ଟା ୪୦ରେ ଆଦିତ୍ୟ-ଏଲ୍-୧ର କକ୍ଷପଥ ପରିବର୍ତ୍ତନ ହୋଇଛି । ଏନେଇ ଇସ୍ରୋ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି । ଇସ୍ରୋ କହିଛି, ଆଦିତ୍ୟ ଯାନ ଠିକ୍ ଭାବେ କାମ କରୁଛି । ପୃଥିବୀର କକ୍ଷପଥରେ ୧୬ ଦିନ ଧରି ଘୂରିବ

ସାପ କାମୁଡ଼ାରେ ଚାଷୀ ମୃତ

ଯାଜପୁର ବ୍ଲକ୍‌ ଅନ୍ତର୍ଗତ ବରୁଆଁ ପଞ୍ଚାୟତ କଚେରି ଗ୍ରାମର ଭାସ୍କର ମହାନ୍ତି (୬୦)ଙ୍କର ସାପ କାମୁଡ଼ାରେ ମୃତ୍ୟୁ ଘଟିଛି। ଗତକାଲି ଅପରାହ୍ଣରେ ଭାସ୍କର ତାଙ୍କ ଜମିରେ ଚାଷକାର୍ଯ୍ୟ ତଦାରଖ କରିବାକୁ ଯାଇଥିବା ବେଳେ ଗୋଟିଏ ସାପ ତାଙ୍କୁ କାମୁଡ଼ି ଦେଇଥିଲା। ସ୍ଥାନୀୟ ଲୋକେ ତାଙ୍କୁ

ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ

ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ତଥା ଦିଗପହଣ୍ଡିର ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ। ଆଜି ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ସନ୍ଧ୍ୟା ୭.୩୧ରେ ତାଙ୍କର ପରଲୋକ ହୋଇଛି। ଗତକିଛି ଦିନ ହେବ ଅସୁସ୍ଥତା କାରଣରୁ ଦିଗପହଣ୍ଡିର ବିଜେଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ର

ବିଚାରାଧୀନ କଏଦୀଙ୍କ ଦେହରେ ଲାଗିବ ଜିପିଏସ୍

ବିଚାରାଧୀନ କଏଦୀଙ୍କ ଦେହରେ ଲାଗିବ ଜିପିଏସ୍ ସିଷ୍ଟମ । ଜିପିଏସ୍ ସିଷ୍ଟମ ଲଗାଇଲେ ବିଚାରାଧୀନ କଏଦୀଙ୍କୁ ଘରେ ରହିବାର ମିଳିବ ଅନୁମତି। ନଚେତ ସେମାନଙ୍କୁ ଜେଲ୍‌ରେ କାଟିବାକୁ ପଡ଼ିବ ରାତି । ଏପରି ଏକ ପ୍ରସ୍ତାବ ଜେଲ୍‌ ବିଭାଗ ପକ୍ଷରୁ ରାଜ୍ୟ ସରକାରଙ୍କୁ ଦିଆଯାଇଛି। ଜେଲ୍‌ରେ ବନ୍ଦୀଙ୍କ

ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ; ହଇରାଣ ହେବେନି ଅବୈଧ ସନ୍ତାନ

ସୁପ୍ରିମକୋର୍ଟଙ୍କ ବଡ଼ ରାୟ । ଅବୈଧ ବିବାହରୁ ଜନ୍ମିତ ସନ୍ତାନଙ୍କୁ ମିଳିବ ପିତାମାତାଙ୍କ ସମ୍ପତ୍ତିରୁ ଭାଗ । ୨୦୧୧ ମସିହାର ଏକ ମାମଲାର ଶୁଣାଣି ବେଳେ ସୁପ୍ରିମକୋର୍ଟର ଏକ ବେଞ୍ଚ ଏହି ରାୟ ଶୁଣାଇଛନ୍ତି । ହିନ୍ଦୁ ନିୟମ ଅନୁଯାୟୀ ସନ୍ତାନଙ୍କୁ ସମ୍ପତ୍ତିରୁ ଭାଗ ମିଳିବା କଥା ବୋଲି

ସମନ୍ବୟ କମିଟି ଗଠନ‌ କଲା ‘ଇଣ୍ଡିଆ’ ମେଣ୍ଟ, ଏକାଠି ନିର୍ବାଚନ ଲଢ଼ିବାକୁ ସଂକଳ୍ପ ଗୃହୀତ

ମୁମ୍ବାଇରେ ବିରୋଧୀ ‘ଇଣ୍ଡିଆ’ ମେଣ୍ଟର ବୈଠକରେ ଶୁକ୍ରବାର ୧୩ ଜଣିଆ ସମନ୍ୱୟ କମିଟି ଘୋଷଣା କରାଯାଇଛି। ଏହି ପ୍ୟାନେଲରେ କେସି ବେଣୁଗୋପଳ, ଶରଦ ପାୱାର, ଏମ.କେ ଷ୍ଟାଲିନ, ସଞ୍ଜୟ ରାଉତ, ତେଜସ୍ୱୀ ଯାଦବ, ଅଭିଷେକ ବାନାର୍ଜୀ, ରାଘବ ଚଢ଼ା, ଜାଭେଦ ଖାନ, ଲଲନ ସିଂ, ହେମନ୍ତ ସୋରେନ, ଡି ରାଜା,

SC\ST ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ସବୁ ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର

SC\ST ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ସବୁ ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର । ମାଗଣାରେ ମେଡିକାଲ ଓ ଇଞ୍ଜିନିୟରିଂ ପଢିପାରିବେ SC\ST ଛାତ୍ରଛାତ୍ରୀ । ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନାରେ ଖର୍ଚ୍ଚ ହେବ । ଏହି ଯୋଜନା ମେଧାବୀ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିବ । ଏହା