Odia News Portal
Yearly Archives

2023

ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ କମିଟି ଗଠନ କଲେ ସରକାର

‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ବାବଦରେ ସରକାର ଶୁକ୍ରବାର ଏକ ବଡ଼ ନିଷ୍ପତ୍ତି କ୍ରମେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ‌ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରିଛନ୍ତି। କମିଟି ସଦସ୍ୟଙ୍କ ସମ୍ପର୍କରେ ଖୁବ ଶୀଘ୍ର ବିଜ୍ଞପ୍ତି ପ୍ରକାଶ ପାଇବ। ଏହି କମିଟି ‘ଗୋଟିଏ ଦେଶ, ଗୋଟିଏ

୪୮ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ,ରାଜ୍ୟରେ ବୃଦ୍ଧି ପାଇବ ବର୍ଷାର ପରିମାଣ

ଉତ୍ତର-ପୂର୍ବ ପାଶ୍ୱର୍ବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ଆଗକୁ ଅଧିକ ଘନୀଭୂତ ହୋଇ ୩ସେପ୍ଟେମ୍ବର ବେଳକୁ ଉତ୍ତର ବଙ୍ଗୋପସାଗର ରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରଭାବରେ ପରବର୍ତୀ ୪୮ଘଣ୍ଟାରେ ଏକ ଲଘୁଚାପ

ରାଜଧାନୀରେ ଜଣେ କଲେଜ ଛାତ୍ରଙ୍କୁ ଛୁରାମାଡ

ପୁଣି ରାଜଧାନୀ ଅଶାନ୍ତ । ଗୋଟିଏ ପରେ ଗୋଟିଏ ଅପରାଧ ଘଟି ଚାଲିଛି । ଏବେ ପୁଣି ରାଜଧାନୀରେ ଛୁରାମାଡ ହୋଇଛି । ଜଣେ କଲେଜ ଛାତ୍ରଙ୍କୁ ହୋଇଛି ଛୁରାମାଡ । ପରୀକ୍ଷା ସାରି ଫେରୁଥିବା ବେଳେ ଛୁରାମାଡ ହୋଇଛି । ଛୁରାମାଡରେ ଯୁକ୍ତ ୩ ଦ୍ୱିତୀୟ ବର୍ଷର ଛାତ୍ର ବିଶ୍ୱଜିତ ସ୍ୱାଇଁ ଗୁରୁତର । ସୂଚନା

ନନ୍ଦନକାନନକୁ ଆସିଲେ ୪ ନୂଆ ଅତିଥି

ନନ୍ଦନକାନନ ଚିଡିଆଖାନାକୁ ଏକ ଯୋଡା ଗୋଲ୍ଡେନ୍ ହ୍ୟାଣ୍ଡେଡ୍ ଟାମାରିନ୍ ଏବଂ ସ୍କ୍ବିରେଲ୍ ମଙ୍କି ଅଣାଯାଇଥିବା ଜଣାପଡ଼ିଛି। ଉଭୟ ପ୍ରଜାତିରୁ ଗୋଟିଏ ଲେଖାଏଁ ଯୋଡି ଚିଡିଆଖାନାରେ ଛଡାଯାଇଛି। ଉଭୟ ଗୋଲଡେନ୍ ହ୍ୟାଣ୍ଡେନ୍ ଟାମାରିନ ଏବଂ ସ୍କ୍ବିରେଲ୍ ମଙ୍କି ହାତର ପାପୁଲି ଅଂଶ ସୁନେଲି ରଙ୍ଗର ।

୧୮ରୁ ସଂସଦର ସ୍ବତନ୍ତ୍ର ଅଧିବେଶନ

ଦେଶରେ ସାଧାରଣ ନିର୍ବାଚନର ନିର୍ଦ୍ଧାରିତ ସମୟ ପୂର୍ବରୁ ସଂସଦ ଭଙ୍ଗ କରି ଆଗୁଆ ନିର୍ବାଚନ ହେବା ଲାଗି ରହିଥିବା ଚର୍ଚ୍ଚା ଆଜି ଆଉ ଟିକିଏ ଅଧିକ କେନ୍ଦ୍ରୀଭୂତ ହୋଇଛି । ଆସନ୍ତା ମାସ(ସେପ୍ଟେମ୍ବର) ୧୮ରୁ ସଂସଦର ସ୍ବତନ୍ତ୍ର ଅଧିବେଶନ ବସିବାକୁ ଯାଉଛି । ଏନେଇ କେନ୍ଦ୍ର ସଂସଦୀୟ ବ୍ୟାପାର

ସମୁଦ୍ର ଭିତରେ ଶକ୍ତିଶାଳୀ ଭୂକମ୍ପ, ଥରିଲା ଇଣ୍ଡୋନେସିଆ

ସକାଳୁ ସକାଳୁ ସମୁଦ୍ର ଭିତରେ ସୃଷ୍ଟି ହେଲା ଶକ୍ତିଶାଳୀ ଭୂକମ୍ପ। ଇଣ୍ଡୋନେସିଆର ବାଲି ଏବଂ ଲମ୍ବୋକ୍ ଦ୍ୱୀପପୁଞ୍ଜର ଉତ୍ତରରେ ଥିବା ସମୁଦ୍ରରେ ଶକ୍ତିଶାଳୀ ଭୂକମ୍ପ ସୃଷ୍ଟି ହୋଇଥିବା ସୂଚନା ମିଳିଛି। ଆଜି ଭୋର ୪ଟା ସମୟରେ ଭୂକମ୍ପ ହୋଇଥିବା ବେଳେ ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୭.୦

ଗିରଫ ହେବେ କଣ୍ଠଶିଳ୍ପୀ ସୌରୀନ ଭଟ୍ଟ

 ଗିରଫ ହେବେ କଣ୍ଠଶିଳ୍ପୀ ସୌରୀନ ଭଟ୍ଟ। ସୌରିନଙ୍କ ଆଗୁଆ ଜାମିନ ଆବେଦନ ହାଇକୋର୍ଟରେ ଖାରଜ କରିବା ପରେ ତାଙ୍କୁ ଗିରଫ କରିବା ପାଇଁ ଚେଷ୍ଟା କରୁଛି କମିଶନରେଟ ପୋଲିସ। ସୌରୀନଙ୍କୁ ଗିରଫ କରିବା ପାଇଁ ସ୍ୱତନ୍ତ୍ର ଟିମ ଗଠନ କରିବ କମିଶନରେଟ ପୋଲିସ। ଏ ନେଇ ଆଜି ସୂଚନା ଦେଇଛନ୍ତି ଜୋନ ୨ ଏସିପି

୪ରେ ଘୂର୍ଣ୍ଣିବଳୟ!; ୩ରୁ ପ୍ରବଳ ବର୍ଷିବ

ଆସନ୍ତା ୪ ତାରିଖ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।

ମାତ୍ର ୧୫୦ ଘଣ୍ଟା… ଶେଷ ହେବାକୁ ଯାଉଛି ମିଶନ ଚନ୍ଦ୍ରଯାନ-୩

ଇସ୍ରୋ ଚନ୍ଦ୍ରରେ ତ୍ରିରଙ୍ଗା ଉଡାଇ ଦେଶବାସୀଙ୍କୁ ଗର୍ବିତ କରିଛି । ଚନ୍ଦ୍ରଯାନ-୩ ଅଗଷ୍ଟ ୨୩ରେ ଚନ୍ଦ୍ରର ଦକ୍ଷିଣ ପାଶ୍ୱର୍ରେ ଅବତରଣ କରିଥିଲା । ଏହା ପରେ ଅନେକ ବଡ ବଡ ତଥ୍ୟ ସାମ୍ନାକୁ ଆସିଛି । ତେବେ ଚନ୍ଦ୍ରଯାନ-୩ର ରୋଭର ପ୍ରଜ୍ଞାନ ଏବଂ ଲ୍ୟାଣ୍ଡର ବିକ୍ରମର ୧୪ ଦିନିଆ କାର୍ଯ୍ୟକାଳ ବି

ସେପ୍ଟେମ୍ବର ୨୧ ରେ ବାଚସ୍ପତି ନିର୍ବାଚନ,୨୨ରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ

ସେପ୍ଟେମ୍ବର ୨୧ରେ ବିଧାନସଭା ବାଚସ୍ପତି ନିର୍ବାଚନ। କିଏ ହେବେ ବାଚସ୍ପତି ? ବାଚସ୍ପତି ନିର୍ବାଚନ ପାଇଁ ୧୮ରେ ନାମାଙ୍କନ ଦାଖଲ । ବିକ୍ରମ ଆରୁଖଙ୍କ ଇସ୍ତଫା ପରେ ଖାଲି ରହିଛି ବାଚସ୍ପତି ପଦ। ତେବେ ଏହି ଦୌଡ଼ରେ ଅନେକ ନାମ ସାମିଲ ଥିବାବେଳେ ୨୧ ତାରିଖର ନିର୍ବାଚନକୁ ସମସ୍ତଙ୍କର ଅପେକ୍ଷା ।