ଜାଗା ମିଶନ ଗରିବ ଲୋକକୁ ଦେଇଛି ସମ୍ମାନ, ନୂଆ ପରିଚୟ: ମୁଖ୍ୟମନ୍ତ୍ରୀ
ଆପଣମାନେ ଖୁସି ତ? ମହାନଗର ନିଗମର ଗରିବ ଲୋକଙ୍କୁ ଭୂମି ଅଧିକାର ପ୍ରମାଣ ପତ୍ର ପ୍ରଦାନ କରବା ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଏହି ପ୍ରଶ୍ନରେ ଆନନ୍ଦ, ଉଲ୍ଲାସ, କରତାଳି ଓ ହୁଳହୁଳିରେ କମ୍ପିଥିଲା କଳିଙ୍ଗ ଷ୍ଟାଡିୟମ।
ଗରିବ ଲୋକଙ୍କ ପାଇଁ ଆଜି ଏକ ଐତିହାସିକ ଦିବସ। ଯେଉଁମାନେ ସହରର ଗଳି!-->!-->!-->…