ଗୋଟିଏ ଦିନ ବଢିଲା କଟକ ବାଲିଯାତ୍ରା
ଗୋଟିଏ ଦିନ ବଢିଲା କଟକ ବାଲିଯାତ୍ରା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜନ ସାଧାରଣଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ଐତିହାସିକ ବାଲିଯାତ୍ରାକୁ ଗୋଟିଏ ଦିନ ପାଇଁ ବଢ଼ାଇବାକୁ ନିଷ୍ପତ୍ତି ନେଇଛନ୍ତି।
ଏସମ୍ପର୍କରେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ!-->!-->!-->…