Odia News Portal
Yearly Archives

2023

ନିଯୁକ୍ତି ପାଇବେ ୭୪୩୮ ନର୍ସିଂ ଅଫିସର : ଲାଗିଥିବା ରୋକ୍ ହଟାଇଲେ ହାଇକୋର୍ଟ

ନିଯୁକ୍ତି ପାଇବେ ୭୪୩୮ ନର୍ସିଂ ଅଫିସର । ଲାଗିଥିବା ରୋକ୍ ହଟାଇଲେ ହାଇକୋର୍ଟ । ୩୦ ଜିଲ୍ଲା ଓ ୩ଟି ମେଡିକାଲ କଲେଜରେ ନିଯୁକ୍ତି ହେବେ । ଏ ନେଇ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶରେ ପରିବର୍ତ୍ତନ କରିଛନ୍ତି । ମେ’୧ରେ ହାଇକୋର୍ଟ ରୋକ୍ ଲଗାଇଥିଲେ । ହାଇକୋର୍ଟଙ୍କ ଅନ୍ତରୀଣ ଅଙ୍କୁଶ ଯୋଗୁଁ

ଜିଲ୍ଲା ମାନ୍ୟତା ଦାବିରେ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ

ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜିକୁ ଜିଲ୍ଲା ମାନ୍ୟତା ଦାବି ନେଇ ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ପାଳିତ ହେଉଛି। ଜିଲ୍ଲା ସଙ୍ଘର୍ଷ ସମିତିର ଆହ୍ବାନ କ୍ରମେ ଆଜି ଏହି ବନ୍ଦ ଡାକରା ଦିଆଯାଇଛି। ଆଜିର ଏହି ବନ୍ଦରେ ସମସ୍ତ ବ୍ୟାବସାୟିକ ପ୍ରତିଷ୍ଠାନ, ଦୋକାନ ବଜାର, ସ୍କୁଲ କଲେଜ, ସରକାରୀ

ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀଙ୍କ ସ୍ରିମ୍ ସ୍କିମ୍‌ ନୂଆ ଯୋଜନା

MSME କ୍ଷେତ୍ରର ବିକାଶ ପାଇଁ ଆରମ୍ଭ ହେଲା ନୂଆ ଯୋଜନା । ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ସ୍କିମ୍‌ ଫର୍ ରି-ଇମ୍ବରସମେଣ୍ଟ ଅଫ୍‌ ଇଣ୍ଟରେଷ୍ଟ ଟୁ MSME ବା ସ୍ରିମ୍‌ ସ୍କିମ୍‌ । MSME କ୍ଷେତ୍ରର ନିବେଶ ପାଇଁ ଋଣ ରିହାତି ଯୋଗାଇଦେବେ ରାଜ୍ୟ ସରକାର । ଯୋଜନା ଅନୁସାରେ MSME ସେକ୍ଟରରେ ୧୦ ଲକ୍ଷ

ଘର ଭିତରୁ ମା’ପୁଅଙ୍କ ଝୁଲନ୍ତା ମୃତଦେହ ଠାବ

ସମ୍ବଲପୁର ସହରର ଅନୁଗୁଳିଆପଡ଼ାରେ ମାଆ-ପୁଅଙ୍କ ସନ୍ଦେହଜନକ ମୃତ୍ୟୁ। ଘର ଭିତରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ମାନେ ହେଲେ ଜ୍ୟୋତ୍ସ୍ନାରାଣୀ ଦାସ ଓ ତାଙ୍କ ପୁଅ ସୁଧୀର ପଣ୍ଡା । ଘର ଭିତରୁ ଦୁର୍ଗନ୍ଧ ବାହାରିବାରୁ ପୋଲିସକୁ ଜଣାଇଥିଲେ ଲୋକେ । ଘଟଣାସ୍ଥଳରେ

ଶ୍ରାବଣ ସୋମବାରରେ ଅଘଟଣ

ଗଞ୍ଜାମ ଜିଲ୍ଲା ଆସିକା ଥାନା ଅର୍ନ୍ତଗତ ଭେଟନଈରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଋଷିକୂଲ୍ୟା ନଦୀରୁ ପାଣି ନେଇ ତାଡ଼କେଶ୍ୱର ଶିବ ମନ୍ଦିରକୁ ଯାଉଥିବା ବେଳେ କାଉଡ଼ିଆଙ୍କ ଉପରେ ମାଡ଼ିଗଲା କାର୍। ଦୁଇ ମୃତ,୧୩ ଆହତ।ଆହତ ଓ ମୃତକମାନେ ବୁଗୁଡ଼ା ବ୍ଳକ ଅରଖପୁର ଗ୍ରାମର। ଦୁଇ ମୃତକଙ୍କ ମଧ୍ୟରେ

ପୁଅକୁ ନେଇ ସ୍କୁଲ ଛାଡ଼ିବାକୁ ଯାଉଥିଲେ ବାପାମା’; ମାଡ଼ିଗଲା କାର୍

ହସଖୁସିରେ ୫ବର୍ଷ ପୁଅକୁ ସାଥିରେ ଧରି ବାଇକ୍‌ରେ ସ୍କୁଲ ଛାଡ଼ିବାକୁ ଯାଉଥିଲେ ବାପାମା’। ହେଲେ ସେମାନଙ୍କ ହସଖୁସି ବେଶୀ ସମୟ ରହିନଥିଲା। କ୍ଷଣିକରେ ସବୁ କିଛି ସରିଯାଇଥିଲା। ଘରଠୁ କିଛି ବାଟ ଗଲା ପରେ ଦ୍ରୁତଗତିରେ ଏକ କାର୍‌ ଆସି ବାଇକ୍‌ ଉପରେ ମାଡ଼ି ଯାଇଥିଲା। ଦୁର୍ଘଟଣାରେ

ପୁଲିସକୁ ମାଡ଼ ମାରିବା ଘଟଣାରେ ଦୁଇ ଗିରଫ, ତିନିଜଣ ଫେରାର

ଗତକାଲି ସନ୍ଧ୍ୟାରେ ଅଭିଯୁକ୍ତକୁ ଧରିବାକୁ ଯାଇଥିବା ବେଳେ ପୁଲିସକୁ ମାଡ଼ ମାରି ହାତ ଭାଙ୍ଗିବା ଘଟଣାରେ ଦୁଇଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ସୋର ପୁଲିସ। ସୂଚନା ଅନୁସାରେ ସୋର ବ୍ଲକ ଅନନ୍ତପୁର ପଂଚାୟତ ପୁରୁଷୋତ୍ତମ ପୁର ଗ୍ରାମର ବଂଶୀଧର ମଳିକଙ୍କ ନାମରେ ୨୦୦୯ ମସିହାରେ ସୋର

କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ : ୪ ଗିରଫ

କୋଟିଏ ୧୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ । ବାଲେଶ୍ୱର ରେଳଷ୍ଟେସନ ରୋଡରୁ ବ୍ରାଉନସୁଗାର ଜବତ କଲା ଏସଟିଏଫ୍ । ସଂଧ୍ୟା ସମୟରେ ବ୍ରାଉନ ସୁଗାର ଡିଲ ପାଇଁ ଚାଲିଥିଲା ବଡ଼ ଧରଣ ଯୋଜନା । ଛଦ୍ମ ବେଶରେ ଛକି ରହିଥିବା ଏସଟିଏଫ୍ ଅଫିସରଙ୍କ ହାତରେ ଧରା ପଡ଼ିଥିଲେ ୪ ଅଭିଯୁକ୍ତ । ସେମାନେ ହେଲେ

ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ରାଜ୍ୟରେ ଏବେ ସକ୍ରିୟ ରହିଛି ମୌମୁମୀ । ଗୋଟିଏ ପରେ ଗୋଟିଏ ଲଘୁଚାପ ଯୋଗୁଁ ରାଜ୍ୟରେ ବର୍ଷା ହେଉଛି । ତେବେ, ଏହାରି ଭିତରେ ପାଣିପାଗ ବିଭାଗ ଏକ ଆଶ୍ବସ୍ତି କଲା ପରି ଖବର ଦେଇଛି। ୨୫ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଘୁର୍ଣ୍ଣିବଳୟ । ଫଳରେ ୨୫ ତାରିଖରେ ରାଜ୍ୟରେ

ପୁଞ୍ଜି ନିବେଶରେ ତୃତୀୟ ସ୍ଥାନରେ ଓଡ଼ିଶା

ପୁଞ୍ଜି ନିବେଶରେ ଓଡ଼ିଶାର ରେକର୍ଡ । ଦେଶର ପ୍ରଥମ ପାଞ୍ଚଟି ରାଜ୍ୟ ଭିତରେ ସ୍ଥାନ ପାଇଛି ଓଡ଼ିଶା । ଉତ୍ତରପ୍ରଦେଶ, ଗୁଜୁରାଟ ପରେ ଓଡ଼ିଶା ତୃତୀୟ ସ୍ଥାନରେ ରହିଛି । ବ୍ୟାଙ୍କ ଋଣ ସହାୟତାରେ ଉତ୍ତରପ୍ରଦେଶ, ଗୁଜୁରାଟ, ଓଡ଼ିଶା, ମହାରାଷ୍ଟ୍ର, କର୍ଣ୍ଣାଟକ ରାଜ୍ୟରେ ୫୭ ପ୍ରତିଶତରୁ ଅଧିକ