ଶିବଶଙ୍କର ମିଶ୍ର ଓ ଆନନ୍ଦଚନ୍ଦ୍ର ବେହେରା ହେବେ ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି
ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ବିଶିଷ୍ଟ ଆଇନଜୀବୀ ଶିବ ଶଙ୍କର ମିଶ୍ର ଓ ବରିଷ୍ଠ ବିଚାରବିଭାଗୀୟ ଅଧିକାରୀ ଆନନ୍ଦ ଚନ୍ଦ୍ର ବେହେରାଙ୍କୁ ନିଯୁକ୍ତି ମିଳିବାକୁ ଯାଉଛି। ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ଡି.ୱାଇ.ଚନ୍ଦ୍ରଚୂଡ, ଜଷ୍ଟିସ ଏସ.କେ.କୌଲ ଓ ଜଷ୍ଟିସ ସଂଜୀବ!-->…