ମୟୂରଭଞ୍ଜରେ ବିକାଶର ଅନୁଧ୍ୟାନ କରୁଛନ୍ତି ୫ଟି ସଚିବ ଭିକେ ପାଣ୍ଡିଆନ
ମୟୂରଭଞ୍ଜରେ ବିକାଶର ଅନୁଧ୍ୟାନ କରିବାକୁ ଗ୍ରାଉଣ୍ଡରେ ପହଞ୍ଚିଛନ୍ତି ୫ଟି ସଚିବ ଭିକେ ପାଣ୍ଡିଆନ । ଜଶିପୁର ନିର୍ବାଚନମଣ୍ଡଳୀର ମାହାରଦାପଳସା ମିନି ଷ୍ଟାଡିଅମରେ ଲୋକଙ୍କୁ ଭେଟି ଆଲୋଚନା କରିଛନ୍ତି ୫ଟି ସଚିବ । ୧୦ ହଜାରରୁ ଅଧିକ ଲୋକଙ୍କଠାରୁ ଅଭିଯୋଗ ଗ୍ରହଣ କରିଛନ୍ତି । ଏସଏଚଜି ମାଆ,!-->…