ପ୍ରବଳରୁ ଅତି ପ୍ରବଳ ବର୍ଷା: ୪ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ
ତୀବ୍ର ଅବପାତର ରୂପ ନେଲା ଉତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ । ଭୁବନେଶ୍ୱର ପାଣିପାଗ କେନ୍ଦ୍ର ସୂଚନା ମୁତାବକ, ଏହା ଏବେ ଉତର-ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୨୫ କିଲୋମିଟର ବେଗରେ ଗତି କରୁଛି । ଆଜି ସନ୍ଧ୍ୟା ସୁଦ୍ଧା ବାଙ୍ଗଲାଦେଶର ଉପକୂଳ ଖେପୁପୁରା ଦେଇ ଅତିକ୍ରମ କରିବ ।!-->…