ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଆସି ପହଞ୍ଚିôଲେ । ୩ ଦିନିଆ ଓଡିଶା ଗ୍ରସ୍ତରେ ଆସିଛନ୍ତି ରାଷ୍ଟ୍ରପତି । ଗାଡିରୁ ଓଲ୍ଲାଇ ଲୋକଙ୍କ ପାଖକୁ ଚାଲି ଚାଲି ଗଲେ । ରାଷ୍ଟ୍ରପତିଙ୍କ ସ୍ୱାଗତ ପାଇଁ ଆସିଥିବା ଲୋକଙ୍କ ପାଖକୁ ଗଲେ ।!-->…