Odia News Portal
Yearly Archives

2023

ଭିଜିଲାନ୍ସ ଜାଲରେ ମହିଳା ରାଜସ୍ବ ନିରୀକ୍ଷକ: ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଲେ

ଭିଜିଲାନ୍ସ ଜାଲରେ ପୁଣି ଜଣେ ରାଜସ୍ବ ନିରୀକ୍ଷକ। ଜଣେ ଅଭିଯୋଗକାରୀଙ୍କ ଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ିବସିଲା ଭିଜିଲାନ୍ସ। ଅଭିଯୁକ୍ତ ହେଲେ ଟାଙ୍ଗରପାଲି ତହସିଲର ତସଲାଡିହି ରାଜସ୍ବ ନିରୀକ୍ଷକ ଲିଲି ଚୌଧୁରୀ। ସୂଚନା ଅନୁଯାୟୀ, ଟାଙ୍ଗରପାଲି ତହସିଲର ତସଲାଡିହି ରାଜସ୍ବ

ତେଲେଙ୍ଗାନାରେ ପ୍ରଚାର ଶେଷ, ୩୦ରେ ଭୋଟ୍‌

ତେଲେଙ୍ଗାନା ବିଧାନସଭାର ୧୧୯ ଆସନ ପାଇଁ ଆସନ୍ତା ୩୦ରେ ଗୋଟିଏ ପର୍ଯ୍ୟାୟରେ ଭୋଟଗ୍ରହଣ କରାଯିବ । ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ସନ୍ଧ୍ୟା ୫ଟାରୁ ପ୍ରଚାର କାର୍ଯ୍ୟ ଶେଷ ହୋଇଛି । ପାଞ୍ଚ ରାଜ୍ୟ ପାଇଁ ନିର୍ବାଚନ ତାରିଖ ଏକାସାଙ୍ଗରେ ଘୋଷଣା କରାଯାଇଥିବାବେଳେ ତେଲେଙ୍ଗାନାରେ ସବୁ ଦଳକୁ

ପହିଲରେ ସୃଷ୍ଟି ହେବ ବାତ୍ୟା

ଦକ୍ଷଣ ଆଣ୍ଡାମାନ ସାଗର ପାଶ୍ୱର୍ବର୍ତ୍ତୀରେ ସକ୍ରିୟ ଲଘୁଚାପ କ୍ଷେତ୍ର ସୃଷ୍ଟି । ଆସନ୍ତାକାଲି ସକ୍ରିୟ ଲଘୁଚାପ ଅବପାତର ରୂପ ନେଇପାରେ । ପରବର୍ତ୍ତୀ ୪୮ ଘଣ୍ଟାରେ ଘନୀଭୂତ ହୋଇ ବାତ୍ୟା ରୂପ ନେବା ସମ୍ଭାବନା ।

ଭିଜିଲାନ୍ସ ଜାଲରେ ବୈପାରିଗୁଡ଼ା ଥାନା ଅଧିକାରୀ

ଭିଜିଲାନ୍ସ ଜାଲରେ କୋରାପୁଟ ଜିଲ୍ଲା ବୈପାରିଗୁଡ଼ା ଥାନା ଅଧିକାରୀ ସୁଶାନ୍ତ କୁମାର ଶତପଥୀ। ତାଙ୍କ ନିକଟରୁ ଏଯାଏ ଭିଜିଲାନ୍ସ ନଗଦ ୩୭ ଲକ୍ଷ ୨୭ ହଜାର ଟଙ୍କା ଜବତ କରିଛି। ଗତକାଲି ଏକ ଘରୋଇ ବସରେ କଟକ ଆସୁଥିବାବେଳେ ଜୟପୁରରୁ ୫ କିଲୋମିଟର ଦୂର ଟାଙ୍କୁଆ ନିକଟରେ ସୁଶାନ୍ତଙ୍କୁ ଧରିଥିଲା

ରାଜଧାନୀରେ ଧରାପଡିଲେ ଲୁଟେରା ; ଲକ୍ଷାଧିକ ଟଙ୍କାର ଅଳଙ୍କାର ଜବତ

ରାଜଧାନୀ ଭୁବନେଶ୍ୱରରେ ଗତ କିଛି ଦିନ ଧରି ଲୁଟେରାଙ୍କ ଉତ୍ପାତ ଦେଖାଦେଇଛି। ଏହା ମଧ୍ୟରେ ମଙ୍ଗଳବାର ପୁଲିସଙ୍କୁ ବଡ ସଫଳତା ମିଳିଛି। ପୁଲିସ କବଜାରେ ପଡିଛନ୍ତି ଲୁଟେରା। ବଡଗଡ ପୁଲିସ ଲୁଟେରାଙ୍କୁ କାବୁ କରି ସେମାନଙ୍କ ନିକଟରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ସହ ଟଙ୍କା ଜବତ କରିଛି। ଏମାନେ

ସାମାନ୍ୟ ବଚସାରୁ ବୋମାମାଡ

ଖୋର୍ଦ୍ଧା ଜଟଣୀ ଥାନା ତରାବୋଇ ଗାଁରେ ଗୋଷ୍ଠୀ ସଂଘର୍ଷ । ବୋମାମାଡ ଓ ଗାଡି ଭଂଗାରୁଜା । ସାମାନ୍ୟ କଥାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି । ଗଣ୍ଡଗୋଳରୁ ଉଭୟ ଗୋଷ୍ଠୀର ଲୋକ ଆହତ ହୋଇଛନ୍ତି । ଆହତମାନଙ୍କୁ ଜଟଣୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତି କରାଯାଇଛି । ପୂର୍ବ

ଶ୍ରୀମନ୍ଦିର ରତ୍ନଭଣ୍ଡାରର ଲେଜର ସ୍କାନିଂ ଆରମ୍ଭ କଲେ ୧୫ ଜଣିଆ ଟିମ୍‌

ଆଜିଠୁ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଲେଜର ସ୍କାନିଂ ଆରମ୍ଭ ହୋଇଛି। ଏକ ୧୫ ଜଣିଆ ଟିମ୍‌କୁ ନେଇ ଲେଜର ସ୍କାନିଂ ଆରମ୍ଭ ହୋଇଥିବାର ଖବର ମିଳିଛି। ଏଥିରେ ଆର୍ଟିଷ୍ଟିକ, ସର୍ଭେଲାନ୍ସ, ଫଟୋଗ୍ରାଫି ଟିମ୍‌ ସାମିଲ, ଏଏସଆଇ କୋର୍‌ କମିଟି ସଦସ୍ୟ ଓ ଶ୍ରୀମନ୍ଦିର ବୈଷୟିକ ଟିମ୍‌ ସାମିଲ ଅଛନ୍ତି।

ସରକାରୀ ସ୍କୁଲରେ ବି କମିବ ବସ୍ତାନୀ ବୋଝ

ଘରୋଇ ସ୍କୁଲ ପରେ ସରକାରୀ ସ୍କୁଲରେ ବି ଅଧିକ ଓଜନର ବ୍ୟାଗ ପିଲାଙ୍କ ଲାଗି ବାରଣ ହେବ । ଏଥିପାଇଁ ସ୍କୁଲ ଓ ଗଣଶିକ୍ଷାବିଭାଗ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ ସରକାରୀ ସ୍କୁଲ ଉପରେ ନଜର ରଖାଯାଇଛି । ଏହି ବ୍ୟାଗ ଯାଞ୍ଚ ପ୍ରକ୍ରିୟା ସହିତ ଘରୋଇ ସ୍କୁଲରେ ପ୍ରଥମ ପର୍ଯ୍ୟାୟରେ ଯେଉଁ

ଦ୍ୱିତୀୟ ସୋଆ ସାହିତ୍ୟ ଉତ୍ସବ ଉଦ୍‌ଯାପିତ, ବିଶିଷ୍ଟ ସାହିତ୍ୟିକମାନଙ୍କୁ ସମ୍ବର୍ଦ୍ଧନା

ସମାଜକୁ ଯୋଡ଼ି ରଖିବାରେ ସାହିତ୍ୟ ଏକ ସେତୁ ସଦୃଶ । ତିନିଦିନିଆ ସୋଆ ସାହିତ୍ୟ ଉତ୍ସବର ଉଦ୍‌ଯାପନୀ ଉପଲକ୍ଷେ ରବିବାର ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସାହିତ୍ୟକୁ ନେଇ ଏଭଳି ବ୍ୟାଖ୍ୟା କରିଛନ୍ତି ବିଶିଷ୍ଟ ପଞ୍ଜାବୀ ସାହିତ୍ୟିକ ଡକ୍ଟର ସୁରଜିତ୍ ପତର । କଂକ୍ରିଟ୍ ତିଆରି ସେତୁ ନଦୀକୁ

ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ

ନୂଆଦିଲ୍ଲୀର ହାଉଜଖାସ ସ୍ଥିତ ଜଗନ୍ନାଥ ମନ୍ଦିର ପରିସରରେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ପର୍ବ ଓ ବୋଇତ ବନ୍ଦାଣ ଉତ୍ସବ ମହା ସମାରୋହରେ ପାଳନ କରାଯାଇଥିବା ଜଣାଯାଇଛି ।ମନ୍ଦିର ପରିଚାଳନା କମିଟି ଶ୍ରୀ ନୀଳାଚଳ ସେବା ସଂଘ ଦ୍ୱାରା ଆୟୋଜିତ ଏହି ମହୋତ୍ସବ ରେ ଦିଲ୍ଲୀ ଏବଂ ଜାତୀୟ ରାଜଧାନୀ