ମଣିପୁର ଭାଇରାଲ ଭିଡିଓ ଘଟଣାରେ ୨ମାସ ପରେ ମୁଖ୍ୟ ଅଭିଯୁକ୍ତ ଗିରଫ
ମଣିପୁରରେ ଦୁଇ ମହିଳାଙ୍କୁ ଉଲଗ୍ନ କରି ରାସ୍ତାରେ ବୁଲାଇବା ଭିଡିଓ ଭାଇରାଲ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ । ଘଟଣାର ଦୁଇ ମାସ ପରେ ଅଭିଯୁକ୍ତ ଖୁୟରୁମ୍ ହେରାଦାସଙ୍କୁ ଗିରଫ କରିଛି ପୋଲିସ । ଭିଡିଓ ଭାଇରାଲ ପରେ ସରକାରଙ୍କ ପକ୍ଷରୁ କଡା ନିର୍ଦ୍ଦେଶ ଦିଆଯାଇଛି । ଟ୍ୱିଟର କିମ୍ବା ଅନ୍ୟ!-->…