ହାଇକୋର୍ଟରେ ସତ୍ୟପାଠ ଦାଖଲ କଲା ଶ୍ରୀମନ୍ଦିର ପ୍ରଶାସନ
ହାଇକୋର୍ଟରେ ସତ୍ୟପାଠ ଦାଖଲ କଲା ପୁରୀ ଶ୍ରୀମନ୍ଦିର ପ୍ରଶାସନ । ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗରେ ସତ୍ୟପାଠ ଦାଖଲ କରିଛି ମନ୍ଦିର ପ୍ରଶାସନ । ଆବେଦନକାରୀଙ୍କୁ ଏ ସମ୍ପର୍କିତ କପି ଦେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ସେହିଭଳି ଆବେଦନକାରୀଙ୍କୁ ମଧ୍ୟ ପ୍ରତି ଜବାବ ଦେବାକୁ ନିର୍ଦ୍ଦେଶ!-->…