ଦୁର୍ନୀତିଗ୍ରସ୍ତ ୯ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ
ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି । ୯ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ । ୩ ଜଣ ଚାକିରିରୁ ବରଖାସ୍ତ ହୋଇଥିବାବେଳେ ୬ ଜଣଙ୍କ ପେନ୍ସନ ସ୍ଥାୟୀ ଭାବେ ବନ୍ଦ କରାଯାଇଛି । ଏପର୍ଯ୍ୟନ୍ତ ୧୯୭ ଅଧିକାରୀଙ୍କ ଉପରେ ହୋଇଛି!-->…