ଆଜି ହାଇକୋର୍ଟରେ ରତ୍ନଭଣ୍ଡାର ଶୁଣାଣି
ରତ୍ନଭଣ୍ଡାର ପ୍ରସଙ୍ଗରେ ଆଜି ହାଇକୋର୍ଟରେ ଶୁଣାଣି । ବରିଷ୍ଠ ବିଜେପି ନେତା ସମୀର ମହାନ୍ତିଙ୍କ ଦ୍ୱାରା ଦାୟର ଜନସ୍ୱାର୍ଥ ମାମଲାର ଶୁଣାଣି ରହିଛି । ରତ୍ନଭଣ୍ଡାର ଖୋଲିବା ଓ ଚାବି ହଜିବା ପାଇଁ ଦାୟୀ ଅଧିକାରୀଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ପାଇଁ ହାଇକୋର୍ଟ ଯାଇଛନ୍ତି ପୂର୍ବତନ ରାଜ୍ୟ!-->…