ମୋଦିଙ୍କ ଘର ଉପରେ ଉଡିଲା ଡ୍ରୋନ୍,ସୁରକ୍ଷା ବ୍ୟବସ୍ଥା କଡ଼ାକଡି
ନୂଆଦିଲ୍ଲୀ ସ୍ଥିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନ ଉପରେ ଡ୍ରୋନ୍ ଉଡ଼ିଥିବା ଦେଖିବାକୁ ମିଳିଛି। ଆଜି ଭୋର ୫ଟାରେ ପ୍ରଧାନମନ୍ତ୍ରୀଙ୍କ ଘର ଉପରେ ଡ୍ରୋନ୍ ଉଡ଼ୁଥିବା ଜଣାପଡ଼ିବା ପରେ ହଇଚଇ ସୃଷ୍ଟି ହୋଇଛି। ଏନେଇ SPG, ଦିଲ୍ଲୀ ପୋଲିସ୍କୁ ସୂଚନା ଦେବା ପରେ ବରିଷ୍ଠ!-->…