Odia News Portal
Yearly Archives

2024

ଦିନିକିଆ ଓଡ଼ିଶା ଗସ୍ତରେ ରାହୁଲ ଗାନ୍ଧୀ; କଂଗ୍ରେସ କର୍ମୀ ଓ ନେତାଙ୍କୁ ଦେବେ ଗୁରୁମନ୍ତ୍ର

ଭୁବନେଶ୍ବରରେ ରାହୁଲ ଗାନ୍ଧୀ । ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସ୍ବତନ୍ତ୍ର ବିମାନଯୋଗେ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଛନ୍ତି। ଏଠାରୁ ସିଧାସଳଖ ଉତ୍କଳ ଗୌରବ ମଧସୁଦନ ଦାସଙ୍କ ଜନ୍ମପୀଠ ସତ୍ୟଭାମାପୁର ଯାଇଛନ୍ତି। ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ…

ରାସେଶ୍ୱରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର

ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ବିଜେପି ଲୋକସଭା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ । ସୌଜନ୍ୟମୂଳକ ସାକ୍ଷାତ ସହ ତାଙ୍କ ଆଶୀର୍ବାଦ କାମନା କରିଥିବା ସୋସିଆଲ ମିଡିଆରେ ଲେଖିଛନ୍ତି ଧର୍ମେନ୍ଦ୍ର । ହେଲେ ନିର୍ବାଚନ ସମୟରେ…

ଆସିଲା ବିଜେଡି ପ୍ରାର୍ଥୀ ତାଲିକା; ବେଗୁନିଆରୁ ଲଢ଼ିବେ ପ୍ରଦୀପ ସାହୁ

ପ୍ରଥମେ ବିଜେପି ଆଉ ଏବେ ୩ ବିଧାନସଭା ସିଟ୍‌ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ୩ ବିଜେଡି ବିଧାନସଭା ପ୍ରାର୍ଥୀ ଘୋଷଣା କରିଛି ଦଳ। ପ୍ରାର୍ଥୀ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ, ବେଗୁନିଆରୁ ପ୍ରଦୀପ ସାହୁ ଏବଂ ଭୋଗରାଇରୁ ଗୌତମବୁଦ୍ଧ…

ଆସିଲା BJP ପ୍ରାର୍ଥୀ ତାଲିକା

ଆଉ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି। ଖୋର୍ଦ୍ଧାରୁ ଲଢ଼ିବେ ପ୍ରଶାନ୍ତ ଜଗଦ୍ଦେବ। ସେହିପରି ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ ଶର୍ମା, ବସ୍ତାରୁ ରବୀନ୍ଦ୍ର ଅଣ୍ଡିଆ, ବାସୁଦେବପୁରରୁ ବାଣୀକଲ୍ୟାଣ ମହାନ୍ତି, ହିନ୍ଦୋଳରୁ ସୀମାରାଣୀ ନାଏକ, ସାଲେପୁରରୁ…

ବେଲ ପଣାର ଲାଭଦାୟକ ଗୁଣ ଜାଣନ୍ତୁ

ଖରା ଦିନରେ ବେଲ ପଣା ସ୍ୱାସ୍ଥ୍ୟ ପାଇଁ ବେଶ୍ ଉପକାରୀ । ଖାଇବା-ପିଇବାରେ ସାମାନ୍ୟ ଅସାବଧାନତା କାରଣରୁ ହଜମଠୁ ନେଇ ଗ୍ୟାସଟିକ, ଝାଡ଼ା-ବାନ୍ତି, ଜ୍ୱଳନ, ଅମ୍ଳତା, ପେଟ ଯନ୍ତ୍ରଣା ଆଦି ସୃଷ୍ଟି ହୁଏ । ପ୍ରକୃତିରୁ ମିଳୁଥିବା ଗୋଟିଏ ଫଳରେ ଏ ସମସ୍ତ ସମସ୍ୟାକୁ ଦୂର କରିବାର ଗୁଣ ରହିଛି, ତାହା…

ନୀଳଗିରିରୁ ଲଢ଼ିପାରନ୍ତି ଶ୍ରୀମୟୀ ମିଶ୍ର

ନୀଳଗିରିରୁ ଲଢ଼ିବେ ବିଜେଡିର ନାରୀନେତ୍ରୀ ଶ୍ରୀମୟୀ ମିଶ୍ର । ଏଭଳି ତଥ୍ୟ ସାମାଜିକ ଗଣମାଧ୍ୟମରେ ଆସିବା ପରେ ନୀଳଗିରିର ରାଜନୈତିକ ତାତି ବୈଶାଖକୁ ଟପି ଯାଇଛି । ଦୁଇ ଜଣଙ୍କ କଳିରୁ ତୃତୀୟ ଜଣଙ୍କ ଲାଭ ହେବ କି ବୋଲି ସବୁଠି ଚର୍ଚ୍ଚା ଆରମ୍ଭ ହୋଇଛି । ନୀଳଗିରି ନିର୍ବାଚନମଣ୍ଡଳୀରେ…

ଡବଲ ମର୍ଡର: ଅଭିଯୁକ୍ତକୁ ଫାଶୀ ଦଣ୍ଡାଦେଶ

୫ ବର୍ଷ ତଳେ ଅତି ବୀଭତ୍ସ ଭାବେ ଦୁଇ ଜଣଙ୍କୁ ହତ୍ୟା କରିଥିଲେ ଅଭିଯୁକ୍ତ। ଏହି ମାମଲାର ଶୁଣାଣି ଚାଲିଥିବା ବେଳେ ଆଜି ପ୍ରକାଶ ପାଇଛି ରାୟ। ଆଉ ଅଭିଯୁକ୍ତଙ୍କୁ ମିଳିଛି ଫାଶୀ ଦଣ୍ଡାଦେଶ। ନୟାଗଡ଼ ଜିଲ୍ଲା ଓଡଗାଁ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ ଏକ ହତ୍ୟା ମାମଲାର ଶୁଣାଣି କରି ଏହି ରାୟ…

ମେ 8 ଯାଏ ମନୀଷ ସିସୋଦିଆଙ୍କ ନ୍ୟାୟିକ ହେପାଜତ ବୃଦ୍ଧି

ଦିଲ୍ଲୀ ଅବକାରୀ ଘୋଟାଲା ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଦିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ କୋର୍ଟ ବୃଦ୍ଧି କରିଛନ୍ତି। ସୂଚନାଯୋଗ୍ୟ, ଦିଲ୍ଲୀ ଲିକର ପଲିସି ମାମଲା ସହ ଜଡିତ ଅର୍ଥ ହେରଫେର ମାମଲାରେ ମନୀଷ ସିସୋଡିଆ ପୁଣି ଥରେ…

ମୟୂରଭଞ୍ଜରେ ସରଗରମ ନିର୍ବାଚନୀ ମାହୋଲ; ବିଜେଡିର ଆଶୀର୍ବାଦ ସମାରୋହ

ମୟୂରଭଞ୍ଜ ଜିଲ୍ଲାରେ ସରଗରମ ହୋଇ ଉଠିଛି ନିର୍ବାଚନୀ ମାହୋଲ। ବିଭିନ୍ନ ରାଜନୈତିକ ଦଳ ତରଫରୁ ପ୍ରଚାର ପ୍ରସାର ଜୋର ଧରିଥିବାବେଳେ ବାଙ୍ଗିରିପୋଷି ନିର୍ବାଚନ ମଣ୍ଡଳୀରେ ମଧ୍ୟ ଉଠୁଛି ପଡୁଛି। ଆଜି ବିଜେଡି ତରଫରୁ ଆଶୀର୍ବାଦ ସମାରୋହ ନାମରେ ଏକ ବିରାଟ କର୍ମୀ ସମ୍ମିଲଣି କାର୍ଯ୍ୟକ୍ରମ ଅନୁଷ୍ଠିତ…

ଉମରକୋଟ ଓ ଝରିଗାଁରେ ପାଣ୍ଡିଆନଙ୍କ ଜୋରଦାର ପ୍ରଚାର

ବିଜୁ ଜନତା ଦଳର ବରିଷ୍ଠ ନେତା ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଆଜି ନବରଙ୍ଗପୁର ଲୋକସଭା ନିର୍ବାଚନ ମଣ୍ଡଳୀର ଉମରକୋଟ ଓ ଝରିଆଁରେ ନିର୍ବାଚନ ପ୍ରଚାର ଆରମ୍ଭ କରି ଦଳର ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ଜିତାଇବାକୁ ନିବେଦନ କରିଛନ୍ତି । ବହୁସଂଖ୍ୟାରେ ଆସି ଭୋଟ ଦେଇ…