Odia News Portal
Monthly Archives

January 2024

ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ, କଳାଭୂମିରେ ପ୍ରତିଷ୍ଠା ହେବ ଅକ୍ଷର ଭୂମି

ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ନେଇ ଅନୁଷ୍ଠିତ ହୋଇଛି ପ୍ରେସମିଟ୍ । ଏହାକୁ ସମ୍ବୋଧିତ କରିଛନ୍ତି ସଂସ୍କୃତି ମନ୍ତ୍ରୀ ଏବଂ ସଚିବ । ଫେବୃଆରୀ ୩ରୁ ୫ ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ହେବ ଏହି ସମ୍ମିଳନୀ । ଶାସ୍ତ୍ରୀୟ ଭାଷା ଓଡ଼ିଆକୁ ଅଧିକ ଲୋକପ୍ରିୟ କରିବାକୁ ଆଲୋଚନା ହେବ । ଆମ…

ଫେବୃଆରୀ ୬ରେ ଓଡିଶା ଆସିବେ ରାହୁଲ ଗାନ୍ଧୀ

ଫେବୃଆରୀ ୬ ତାରିଖରେ ଓଡିଶା ଆସିବେ ସାଂସଦ ରାହୁଲ ଗାନ୍ଧୀ। ୬ ତାରିଖ ସନ୍ଧ୍ୟାରେ ବୀରମିତ୍ରପୁରରେ ରାହୁଲ ଗାନ୍ଧୀଙ୍କୁ ସ୍ବାଗତ କରାଯିବ। ୩ଟି ସାଙ୍ଗଠନିକ ଜିଲ୍ଳାରେ ରାହୁଲ ଗାନ୍ଧୀଙ୍କ ନ୍ୟାୟ ଯାତ୍ରା କାର୍ଯ୍ୟକ୍ରମ ରହିଛି। ରାଉରକେଲା , ସୁନ୍ଦରଗଡ ଏବଂ ଝାରସୁଗୁଡାରେ ୭ ଏବଂ ୮ ତାରିଖରେ…

୩ କେଜି ଗଞ୍ଜେଇ ଜବତ ; ଜଣେ ଅଭିଯୁକ୍ତ ଗିରଫ

ମଞ୍ଚେଶ୍ବର ଥାନା ଅଧୀନ ରୟାଲ କଲେଜ ୱାଟର ଟ୍ୟାଙ୍କ ନିକଟରେ ଚାଲିଥିଲା ବେଆଇନ ଗଞ୍ଜେଇ ବିକ୍ରି । ଖବରପାଇ ମାଡି ବସିଲା ପୋଲିସ,ଘଟଣାରେ ଜଣେ ଅଭିଯୁକ୍ତ ଗିରଫ ହୋଇଛି । ଅଭିଯୁକ୍ତ ଜଣକ ହେଲା ବାଲିଅନ୍ତା ଥାନା ଅଧୀନ ଭିଙ୍ଗାରପୁର ଗ୍ରାମର ବଳିଆ ଓରଫ ପୂର୍ଣ୍ଣଚନ୍ଦ୍ର ଦାସ । ସୂଚନା ଅନୁଯାୟୀ,…

ସଙ୍କଟରେ ପଡ଼ିଛନ୍ତି ଗଜରାଜ

କେତେବେଳେ ହାତୀ ମଣିଷର ଜୀବନ ନେଉଛି ତ ଆଉ କେଉଁଠି ମଣିଷ ଯୋଗୁଁ ହାତୀର ମୃତ୍ୟୁ ହେଉଛି । ଏବେ ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବନାଞ୍ଚଳରେ ଏକ ହାତୀ ଛୁଆର ମୃତଦେହ ଠାବ କରାଯାଇଛି । ମୃତ ହାତୀ ଛୁଆଟି ଏକ ଅଣ୍ଡିରାହାତୀ ଛୁଆ ହୋଇଥିବା ବେଳେ ତାହାର ବୟସ ୨ବର୍ଷ ହେବ ବୋଲି ଅନୁମାନ କରାଯାଇଛି ।…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ରାଜଧାନୀରେ ବୁଲିଲା ଖଣ୍ଡା; ୪ ଆହତ

ରାଜଧାନୀର ରାଜରାସ୍ତାରେ ବୁଲିଲା ଖଣ୍ଡା, ଭୁଜାଲି। ରାସ୍ତାରେ ଯାଉଥିବା ଲୋକେ ଯିଏ ଯୁଆଡେ ଯାଉଥିଲେ କିଛି ସମୟ ପାଇଁ ଅଟକିଗଲେ। କିଛି ସମୟ ରାଜ ରାସ୍ତା ପାଲଟିଲା ରଣକ୍ଷେତ୍ର। ପୁଲିସ ପହଞ୍ଚିବା ପରିସ୍ଥିତି ଶାନ୍ତ ପଡ଼ିଥିଲା। ଏପରି ଘଟଣା ଘଟିଛି ଭୁବନେଶ୍ୱର ସ୍ଥିତ ଜାଗମରା ନୂଆ ରୋଡରେ…

ଆଜିଠୁ ବଜେଟ୍ ଅଧିବେଶନ, ଲୋକସଭା ନିର୍ବାଚନ ପୂର୍ବରୁ ସଂସଦର ଶେଷ ଅଧିବେଶନ

ସଂସଦର ବଜେଟ୍ ଅଧିବେଶନ ଆଜିଠାରୁ ଆରମ୍ଭ ହେଉଛି । ମୋଦୀ ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳର ଏହା ହେଉଛି ଶେଷ ବଜେଟ୍ ତଥା ସଂସଦର ଶେଷ ଅଧିବେଶନ। ଏପ୍ରିଲ-ମେ ମାସରେ ହେବାକୁ ଥିବା ଲୋକସଭା ନିର୍ବାଚନ ପୂର୍ବରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆସନ୍ତାକାଲି ଅର୍ଥାତ୍ ଫେବୃଆରୀ ୧ରେ ଅନ୍ତରୀଣ…

୧୫ ରାଜ୍ୟରେ ୫୬ ଆସନ ପାଇଁ ହେବ ନିର୍ବାଚନ

ଫେବୃଆରୀ ୨୭ରେ ରାଜ୍ୟସଭା ନିର୍ବାଚନ । ଏନେଇ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ । ଖାଲି ପଡିଥିବା ୫୬ଟି ସିଟ୍‌ ପାଇଁ ଅନୁଷ୍ଠିତ ହେବ ନିର୍ବାଚନ । ଖାଲି ପଡିଥିବା ୧୫ ରାଜ୍ୟର ୫୬ ସିଟ୍‌ ମଧ୍ୟରେ ଓଡିଶାର ତିନୋଟି ଆସନ ରହିଛି । ତେବେ ଦେଶର ମୋଟ ୧୫ଟି ରାଜ୍ୟରେ ୫୬ଟି…

ଓଡିଶା ପ୍ରଜ୍ଞାପନ ମେଢ ପ୍ରଥମ

ସାଧାରଣତନ୍ତ୍ର ଦିବସ ପରେଡରେ ଓଡିଶାର ପ୍ରଜ୍ଞାପନ ମେଢ ଶ୍ରେଷ୍ଠ । ବିଚାରକ ମଣ୍ଡଳୀ ଦ୍ୱାରା ଓଡିଶାର ପ୍ରଜ୍ଞାପନ ମେଢକୁ ପ୍ରଥମ ସ୍ଥାନ । ନାରୀ ସଶକ୍ତୀକରଣକୁ ନେଇ ପ୍ରସ୍ତୁତ ହୋଇଥିବା ଓଡିଶା ପ୍ରଜ୍ଞାପନ ମେଢ । ପ୍ରଜ୍ଞାପନ ମେଢରେ ଗୁଜୁରାଟ ଦ୍ୱିତୀୟ, ତାମିଲନାଡୁ ତୃତୀୟ ।

ବିଏସକେୱାଇ କାର୍ଡର ଅନଲାଇନ୍ ପଞ୍ଜିକରଣ ଫେବ୍ରୁଆରୀ ୮ଯାଏଁ ବୃଦ୍ଧି

ବିଏସକେୱାଇ ନବୀନ କାର୍ଡ ପଞ୍ଜୀକରଣ ଅବଧି ବୃଦ୍ଧି ପାଇଛି । ଆସନ୍ତା ଫେବ୍ରୁଆରୀ ୮ତାରିଖ ଯାଏଁ ଅନଲାଇନ୍ ପଞ୍ଜିକରଣ ବୃଦ୍ଧି କରାଯାଇଛି। ଏନେଇ ସ୍ୱାସ୍ଥ୍ୟ ସଚିବ ଶାଲିନୀ ପଣ୍ଡିତ ସୂଚନା ଦେଇଛନ୍ତି । ପୂର୍ବରୁ ଜାନୁଆରୀ ୨୬ ତାରିଖ ପର୍ଯ୍ୟନ୍ତ ବିଏସକେୱାଇ ନବୀନ କାର୍ଡ ପାଇଁ ଆବେଦନ ଅବଧି…

ଫେବ୍ରୁଆରୀ ୨୭ରେ ରାଜ୍ୟସଭା ନିର୍ବାଚନ

ଫେବ୍ରୁଆରୀ ୨୭ରେ ହେବ ରାଜ୍ୟସଭା ନିର୍ବାଚନ । ଓଡ଼ିଶାର ୩ ରାଜ୍ୟସଭା ଆସନ ପାଇଁ ନିର୍ବାଚନ କରାଯିବ । ଏଥିପାଇଁ ଆଜି ନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି । ରାଜ୍ୟସଭା ନିର୍ବାଚନ ପାଇଁ ଫେବ୍ରୁଆରୀ ୮ରେ ପ୍ରକାଶ ପାଇବ ବିଜ୍ଞପ୍ତି । ଫେବ୍ରୁଆରୀ ୧୫ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ…