Odia News Portal
Monthly Archives

January 2024

ଓଡିଶା ଆସୁଛନ୍ତି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ

ଆଜି ଓଡିଶା ଆସୁଛନ୍ତି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ । ଏଆଇସିସି ଅଧ୍ୟକ୍ଷ ହେବା ପରେ ଏହା ତାଙ୍କର ପ୍ରଥମ ଓଡିଶା ଗସ୍ତ । ସୋମବାର ଦିନ ୧୧ଟା ୪୫ରେ ଭୁବନେଶ୍ବର ବିମାନବନ୍ଦରରେ ସ୍ବତନ୍ତ୍ର ବିମାନରେ ଆସି ପହଞ୍ଚିବେ ଖଡ଼ଗେ । ସେଠାରୁ ୫ହଜାର ବାଇକ୍ ରାଲିରେ ଆସି କଂଗ୍ରେସ ଭବନରେ…

ଆଜିଠୁ ପୁଣି ଆରମ୍ଭ ହେବ ଭାରତ ଯୋଡ଼ ନ୍ୟାୟ ଯାତ୍ରା

ଦୁଇଦିନର ବ୍ରେକ ପରେ ଆଜିଠାରୁ ପିଣି ଆଣମ୍ଭ ହେବାକୁ ଯାଉଛି ବରିଷ୍ଠ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ଼ ନ୍ୟାୟ ଯାତ୍ରା । ପଶ୍ଚିମବଙ୍ଗର ଜଲପାଇଗୁଡିରୁ ଆରମ୍ଭ ହେବ ଏହି ଯାତ୍ରା । ଗତ ଜାନୁଆରୀ ୧୪ ତାରିଖରୁ ମଣିପୁରରୁ ଆରମ୍ଭ ହୋଇଥିବା ଯାତ୍ରା ପଶ୍ଚିମବଙ୍ଗରେ ଦୁଇ ଦିନ ପାଇଁ…

ପିଆଜ ବୋଝେଇ ଟ୍ରକ୍ ଓଲଟି ଚାଳକଙ୍କ ମୃତ୍ୟୁ

ମୟୁରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଥାନା ଅଧୀନସ୍ଥ ଦୁଆରଶୁଣି ଘାଟିରେ ଦୁର୍ଘଟଣା କମିବାର ନାମ ନେଉ ନାହିଁ। ଗତ ୧୮ ତାରିଖରେ ଧଉଳି ଗଣନାଟ୍ୟର ଏକ ଲାଇଟ୍ ଓ ମାଇକ ବୋଝେଇ ଟ୍ରକ୍ ଓଲଟି ୬ ଜଣ କର୍ମଚାରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୧୧ ଜଣ ଆହତ ହୋଇଥିଲେ। ପୁଣି ଘାଟିରେ ନାସିକରୁ କଲିକତା…

ଶୀତରେ ଥରୁଛି ପୁରା ରାଜ୍ୟ..୩୧ ଯାଏଁ ନାହିଁ ବର୍ଷା

ରାଜ୍ୟରେ ଜାରି ରହିଛି ଶୀତ ଲହରି । ଅଧିକାଂଶ ସ୍ଥାନରେ ୧୫ ଡିଗ୍ରୀ ତଳେ ପାରଦ ରହିଛି । ଦୁଇ ଦିନ ପରେ ରାତି ପାରଦ ଆହୁରି ୨ରୁ ୩ ଡିଗ୍ରୀ ବଢିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏପଟେ ଆଜି ସକାଳୁ ରାଜଧାନୀ ଭୁବନେଶ୍ୱର ସମେତ କିଛି ସ୍ଥାନରେ ଘନ କୁହୁଡ଼ି…

ହୋଟେଲରେ ଚାଲିଥିଲା ହାତୀ ଦାନ୍ତ କାରବାର; ମାଡ଼ି ବସିଲା ବନ ବିଭାଗ

ହୋଟେଲରେ ଚାଲିଥଲା ହାତୀଦାନ୍ତ କାରବାର। ବନ ବିଭାଗ ଚଢ଼ାଉ କରି ଦୁଇଟି ହାତୀ ଦାନ୍ତ ଜବତ କରିବା ସହ ୩ ଜଣଙ୍କୁ ଗିରଫ କରିଛି। ଘଟଣା ଘଟିଛି ଦେବଗଡ ବନ ଖଣ୍ଡ ଅଞ୍ଚଳରେ। ଗିରଫ ଅଭିଯୁକ୍ତମାନେ ଦେବଗଡ଼ ଲାଲୁ ସାହିର ପ୍ରେମରାଜ ସାହୁ, ଦେବଗଡ଼ର କପଟଦାର ଓ ଦିଲ୍ଲୀର ରାଜେଶ କୁମାର। ପ୍ରେମରାଜ…

ପିକ୍‌ନିକ୍‌ ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା; ୩ ମୃତ, ୨୫ରୁ ଅଧିକ ଆହତ

ଟ୍ରକ ଡ୍ରାଇଭରଙ୍କ ବେପରୁଆ ଗାଡ଼ି ଚାଳନା ପାଇଁ ଚାଲିଗଲା ୩ଟି ଅମୂଲ୍ୟ ଜୀବନ । ନୟାଗଡ଼ ଜିଲ୍ଲା ବାଣୀଗୋଛା ଥାନା ଶାଳଭଙ୍ଗା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାସ୍ଥଳରେ ୨ ଜଣଙ୍କ ଜୀବନ ଯାଇଛି । ପରେ ପରେ ଅନ୍ୟ ଜଣଙ୍କ ଜୀବନ ଯାଇଥିବା ସୂଚନା ମିଳିଛି ।…

ଲୋକାର୍ପଣ ହେଲା ମା’ ସମଲେଇ ପ୍ରକଳ୍ପ

 ପଶ୍ଚିମ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ ସମ୍ବଲପୁରର ମା’ ସମଲେଶ୍ୱରୀଙ୍କ ରୂପାନ୍ତରିତ ମନ୍ଦିର ଓ ପରିକ୍ରମା ପ୍ରକଳ୍ପ ଲୋକାର୍ପିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟ ଏହାକୁ ଲୋକାର୍ପଣ କରିଛନ୍ତି । ଏହି ଅବସରରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଥିଲେ । ପ୍ରକାଶ ଯେ…

ସମଲେଇ ପ୍ରକଳ୍ପ ଲୋକାର୍ପଣ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତା 

ବହୁ ପ୍ରତୀକ୍ଷିତ ସମଲେଇ ପ୍ରକଳ୍ପର ଲୋକାର୍ପଣ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ ବାର୍ତ୍ତାରେ କହିଛନ୍ତି, ଯେ, ମାଆ ସମଲେଶ୍ବରୀ ହେଉଛନ୍ତି ସାରା ଓଡିଶାର ଆରାଧ୍ୟ ଦେବୀ। ଭକ୍ତଙ୍କ ଆସ୍ଥା ଓ ପ୍ରାଣ କେନ୍ଦ୍ର ହେଉଛି ସମଲେଶ୍ବରୀ ମନ୍ଦିର। କୋଟି କୋଟି ଶ୍ରଦ୍ଧାଳୁଙ୍କର ଭାବ…

ଆଜିଠୁ ଶୁଖିଲା ରହିବ ପାଗ

ଆଜିଠୁ କୋହଲା ପାଗରୁ ଓଡିଶା ବାସୀଙ୍କୁ ମିଳିବ ନିସ୍ତାର । ଗୁରୁଚାପ ବଳୟରେ ବର୍ଷା ହେଉଥିଲା।ଏହାର ପ୍ରଭାବ କମିଥିବାରୁ ରାଜ୍ୟରେ ପାଗର ପରିବର୍ତ୍ତନ ଆସିଛି । ଆଜିଠୁ ଆସନ୍ତା ୬ ଦିନ ଯାଏ ଓଡ଼ିଶାର ପାଗ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି । ଏଥିସହ ସ୍ୱାଭାବିକ…

ପଦ୍ମ ଭୂଷଣରେ ସମ୍ମାନିତ ହେବେ ବଲିଉଡ୍‌ର ଡିସ୍କୋ ଡ୍ୟାନ୍ସର

ବଲିଉଡ ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ପଦ୍ମ ଭୂଷଣ ପୁରସ୍କାରରେ ସମ୍ମାନିତ କରାଯିବ। ଗତ ବର୍ଷ ସେପ୍ଟେମ୍ବର ମାସରେ ଏହି ପୁରସ୍କାର ପାଇଁ ନାମାଙ୍କନ ପତ୍ର ମଗା ଯାଇଥିଲା। ବର୍ତ୍ତମାନ ଗଣତନ୍ତ୍ର ଦିବସ ଅବସରରେ, ଏହି ପୁରସ୍କାର ବିଜେତାମାନଙ୍କ ନାମ ତାଲିକା ପ୍ରକାଶ ପାଇଛି। ଭାରତ…