Odia News Portal
Monthly Archives

December 2024

ଆସନ୍ତା ମାସରେ ଆରମ୍ଭ ହେବ ହେବ ପକ୍ଷୀ ଗଣନା.: ମନ୍ତ୍ରୀ

ଓଡ଼ିଶାରେ ଆସନ୍ତା ମାସରେ ଆରମ୍ଭ ହେବ ହେବ ପକ୍ଷୀ ଗଣନା। ଆଜି ବିଧାନସଭାରେ ଏନେଇ ସୂଚନା ଦେଇଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ। ସେ କହିଛନ୍ତି, ନଭେମ୍ବର ସୁଦ୍ଧା ଓଡ଼ିଶା ଆସିଛନ୍ତି ୪ ଲକ୍ଷ ୯୪ ହଜାର ୩୬୬ ସଂଖ୍ୟକ ବିଦେଶାଗତ ପକ୍ଷୀ। ଏଥିମଧ୍ୟରୁୁ କେବଳ ନଳବଣକୁ ୨

କାହା କଥାରେ ପଡ଼ି ରାସ୍ତାରେ ଗଡ଼ିବାର ଆବଶ୍ୟକତା ନାହିଁ: ପ୍ରଭାତୀ ପରିଡ଼ା

ମିଶନ ଶକ୍ତିକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କଡ଼ା ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ମିଶନ ଶକ୍ତିର ମହିଳାଙ୍କୁ କେହି ବିଭ୍ରାନ୍ତ କରନ୍ତୁ ନାହିଁ। ଗତକାଲି ଏହି ପ୍ରସଙ୍ଗରେ ଗୃହରେ ଚର୍ଚ୍ଚା ହୋଇଛି। କାହା କଥାରେ ପଡ଼ି ରାସ୍ତାରେ ଗଡ଼ିବା ଆବଶ୍ୟକତା ନାହିଁ । ମହିଳାଙ୍କ

ସରକାରଙ୍କୁ କଡା ନିନ୍ଦା କଲେ ନବୀନ ; କହିଲେ , ମିଶନଶକ୍ତି ମହିଳାଙ୍କ ଦରମା ବନ୍ଦ କରିବାକୁ ଷଡଯନ୍ତ୍ର କରୁଛନ୍ତି ସରକାର

ମିଶନଶକ୍ତି ମହିଳାଙ୍କ ଆନ୍ଦୋଳନକୁ ନେଇ ସରକାରଙ୍କ ଉପରେ ବର୍ଷିଲେ ବିରୋଧୀ ଦଳ ମୁଖ୍ୟ ନବୀନ ପଟ୍ଟନାୟକ। । ମିଶନ ଶକ୍ତି ମହିଳା  ଓ ସିଆରପି, ଏମବିକେ, ପ୍ରାଣୀମିତ୍ର, କୃଷି ମିତ୍ର, ବ୍ୟାଙ୍କ ମିତ୍ର, ଏଲଏସପିମାନେ ସେମାନଙ୍କ ନାର୍ୟ୍ୟ ଦାବି  ତଥା ୯ ମାସର ଦରମା ପାଇବାକୁ ଦାବି କରି ଲୋୟର

ମହିଳାଙ୍କ ପ୍ରସଙ୍ଗ ନେଇ ବିରୋଧୀ ଦଳ ମୁଖ୍ୟଙ୍କୁ ଟାର୍ଗେଟ କଲେ ଟଙ୍କଧର

ମିଶନ ଶକ୍ତି ମହିଳାଙ୍କୁ ଦରମା ଦେବାକୁ ବିଜେପି ସରକାର ଷଡଯନ୍ତ୍ର କରୁଛନ୍ତି ବୋଲି ନବୀନ ପଟ୍ଟନାୟକ କହିବା ପରେ ଏହାର ଜବାବ ଦେଇଛନ୍ତି ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀ। କହିଛନ୍ତି, 'ଅସତ୍ୟ କହିବାର ପରାକାଷ୍ଠା ହେଉଛନ୍ତି ନବୀନ । ସରକାର ମହିଳାମାନଙ୍କ ସହ ଥିଲା ଓ ମହିଳାମାନଙ୍କ ସହ ଅଛି

୧୦ ବର୍ଷରେ ଗଲାଣି ୮୫୭ ହାତୀଙ୍କ ଜୀବନ

ରାଜ୍ୟରେ ବିଭିନ୍ନ କାରଣରୁ ବର୍ଷକୁ ବର୍ଷ ହାତୀଙ୍କ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ତଥ୍ୟ ଅନୁସାରେ, ୧୦ ବର୍ଷରେ ପ୍ରାଣ ହରାଇଲେଣି ୮୫୭ ହାତୀ । ସେଥିମଧ୍ୟରୁ ୩୦୫ ହାତୀ ରୋଗର ଶିକାର ହୋଇ ପ୍ରାଣ ହରାଇଥିବାବେଳେ ୧୪୯ ହାତୀ ବିଦ୍ୟୁତ ଆଘାତରେ ଜୀବନ ହରାଇଛନ୍ତି। ଏହାସହ ଅନ୍ୟ ପ୍ରାକୃତିକ

ମିଶନ ଶକ୍ତି ମହିଳାଙ୍କ ଧାରଣା ପ୍ରସଙ୍ଗ: ବଡ଼ ବୟାନ ଦେଲେ ଉପମୁଖ୍ୟମନ୍ତ୍ରୀ

ବଦଳିଛି ସରକାର, ସରୁନି ଆନ୍ଦୋଳନ। ରାଜ୍ୟରେ ଶାସନଭାର ସମ୍ଭାଳୁଛି ବିଜେପି ସରକାର। ନୂଆ ସରକାର ଲୋକ ମାନଙ୍କ ନୂଆ ଆଶା ହୋଇଥିବାବେଳେ ବିଭିନ୍ନ ଅଭିଯୋଗ ପୁଣି ମୁଣ୍ଡ ଟେକିଲାଣି। କିଛି ଦିନର ବିରତି ପରେ ପୁଣି ଆରମ୍ଭ ହୋଇଛି ଆନ୍ଦୋଳନ। ୯ ମାସ ହେଲା ଦରମା ପାଇନଥିବା ଅଭିଯୋଗରେ ରାଜରାସ୍ତାରେ

କଟକରେ ପୁଣି ଡ୍ରେନ ଟ୍ରାଜେଡି

କଟକରେ ପୁଣି ଡ୍ରେନ ଟ୍ରାଜେଡି। ଗତକାଲି ପୁଣି ଗୋଟିଏ ମୁଣ୍ଡ ନେଇଛି ଡ୍ରେନ। ବିଡାନାସୀ ଗୋପାଳସାହିରେ ସିଏମସି ଡ୍ରେନ ନିର୍ମାଣ କାମ ଚାଲୁଥିବା ବେଳେ କାନ୍ଥ ଭୁଶୁଡ଼ି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ଅବସ୍ଥାରେ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ତେବେ କଟକ ସହରରେ

ସରକାରୀ କ୍ୱାର୍ଟର ଛାଡିନାହାଁନ୍ତି ୧୪ ବିଧାୟକ

ସାଧାରଣ ନିର୍ବାଚନକୁ ଆସି ୬ ମାସ ହେଲାଣି, ହେଲେ ଏଯାଏଁ ସରକାରୀ କ୍ୱାର୍ଟର ଛାଡିନାହାଁନ୍ତି ପୂର୍ବତନ ବିଧାୟକ । ରାଜ୍ୟର ପ୍ରାୟ ୧୪ ଜଣ ପୂର୍ବତନ ବିଧାୟକ ଏବେ ବି ସରକାରୀ କ୍ୱାର୍ଟରରେ ରହୁଛନ୍ତି । ଯାହାକୁ ନେଇ ଆଜି ବିଧାନସଭାରେ ଉଠିଛି ପ୍ରଶ୍ନ । ବାଲେଶ୍ୱର ବିଜେପି ବିଧାୟକ ମାନସ କୁମାର

ସଂସଦରେ ଆଦାନୀ ତାତି

ସଂସଦର ଶୀତ ଅଧିବେଶନକୁ ଗରମ ରଖିଛି ଆଦାନୀ ପ୍ରସଙ୍ଗ । ପ୍ରଥମ ସପ୍ତାହ ପରି ଦ୍ବିତୀୟ ସପ୍ତାହରେ ସମାନ ପରିସ୍ଥିତି ଦେଖିବାକୁ ମିଳିଛି । ସୋମବାର ଗୃହ କାର୍ୟ୍ୟ ଆରମ୍ଭ ପୂର୍ବରୁ ହିଁ ବିରୋଧୀ ସାଂସଦ ପରିସରରେ ପ୍ଲାକାର୍ଡ ଧରି ପ୍ରଦର୍ଶନ କରିଛନ୍ତି । ମୁହଁରେ ମୋଦୀ-ଆଦାନୀ ମୁଖା ପିନ୍ଧି

୩ ବର୍ଷରେ ଜେଲରେ ଗଲାଣି ୧୭୮ ଜୀବନ: ମୁଖ୍ୟମନ୍ତ୍ରୀ

ତିନି ବର୍ଷରେ ଜେଲ ଭିତରେ ଯାଇଛି ୧୭୮ ଜଣଙ୍କ ଜୀବନ। ପ୍ରତ୍ୟେକ ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ମାଜିଷ୍ଟ୍ରେଟଙ୍କ ଦ୍ବାରା କରାଯାଇଅଛି ତଦନ୍ତ। ବିଧାନସଭା ଗୃହରେ ଲିଖତ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ। ରାଜ୍ୟରେ ଥିବା ଜେଲମାନଙ୍କରେ ବଡୁଛି କଏଦୀଙ୍କ ମୃତ୍ୟୁସଂଖ୍ୟା। ରାଜ୍ୟରେ ଥିବା ୮୫ଟି