ରାଜଧାନୀରେ ଚାଞ୍ଚଲ୍ୟ: ଘରୋଇ ଲେଡିଜ୍ ହଷ୍ଟେଲରୁ ଫୁଡ ବ୍ଲଗରଙ୍କ ମୃତଦେହ ଉଦ୍ଧାର
ରାଜଧାନୀର ଇନଫୋସିଟି ଥାନା ଅନ୍ତର୍ଗତ ଆଦର୍ଶ ବିହାର କଲୋନିରେ ଥିବା ଏକ ଘରୋଇ ଲେଡିଜ୍ ହଷ୍ଟେଲରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ସୋନାଲି ସଂଘମିତ୍ରା ପରିଡ଼ା। ସେ ଜଣେ ଫୁଡ ବ୍ଲଗର୍ ଭାବେ ଜଣାଶୁଣା। ଗତକାଲି ରାତିରେ ସେ ଆତ୍ମହତ୍ୟା କରିଥିବା କୁହାଯାଉଛି। ସେ!-->…