ଅଟଳବିହାରୀ ବାଜପେୟୀଙ୍କ ବ୍ରୋଞ୍ଜ ପ୍ରତିମୂର୍ତ୍ତି ଉନ୍ମୋଚିତ
ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳବିହାରୀ ବାଜପେୟୀଙ୍କ ବିଶାଳ ବ୍ରୋଞ୍ଜ ପ୍ରତିମୂର୍ତ୍ତି କଟକର ବେଲ୍ ଭ୍ୟୁ ଛକରେ ଉଦଘାଟିତ ହୋଇଛି। ଏହାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉଦଘାଟନ କରିଛନ୍ତି। ଏହି ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ!-->…