ସୁରମା ପାଢ଼ୀ ହେବେ ଓଡ଼ିଶା ବିଧାନସଭାର ବାଚସ୍ପତି; ଗଣମାଧ୍ୟମକୁ ଦେଲେ ଏମିତି ପ୍ରତିକ୍ରିୟା
ଓଡ଼ିଶାରେ ବିଜେପି ସରକାର ଗଢ଼ିଲା ପରେ ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ଶପଥ ଗ୍ରହଣ କରିଛନ୍ତି। ସେହିପରି କନକବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ମୋହନ୍ଙ୍କ ୮ ଜଣ କ୍ୟାବିନେଟ ଓ ୫ ଜଣ ରାଷ୍ଟ୍ରମନ୍ତ୍ରୀ ଶପଥ ଗ୍ରହଣ!-->…
