ମୋହନ ମାଝୀ: ଶିଶୁ ମନ୍ଦିର ଗୁରୁଜୀରୁ ମୁଖ୍ୟମନ୍ତ୍ରୀ
ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବେ ବରିଷ୍ଠ ବିଜେପି ନେତା ମୋହନ ମାଝୀ। ଆସନ୍ତାକାଲି ରାଜ୍ୟପାଳ ରଘୁବର ଦାସ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ତାଙ୍କ ସହ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ଉପ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ।
କେନ୍ଦୁଝର ସଦର ଆସନରୁ ୪ର୍ଥ ଥର ପାଇଁ!-->!-->!-->…
