ଓଡ଼ିଶାରେ ପରିବର୍ତ୍ତନର ପବନ: ୨୫ ବର୍ଷ ପରେ ରାଜନୈତିକ ସମୀକରଣରେ ନୂଆ ଧାରା
ଓଡ଼ିଶାରେ ଭୋଟ ଗଣତି ଜାରି ରହିଛି। ବର୍ତ୍ତମାନ ସୁଦ୍ଧା ବିଧାନସଭା ପ୍ରାରମ୍ଭିକ ଧାରାରେ, ରାଜ୍ୟରେ ବିଜେପି ଆଗରେ ଚାଲୁଥିବାବେଳେ, ଶାସକ ଦଳ ବିଜେଡି ବହୁ ଆସନରେ ପଛୁଆ ରହିଛି। ରାଜ୍ୟର ୧୪୭ ବିଧାନସଭା ଆସନ ମଧ୍ୟରୁ ବିଜେପି ୭୮ ଓ ବିଜେଡି ୫୪ ସିଟ୍ରେ ଆଗୁଆ ଅଛନ୍ତି। ସେହିପରି କଂଗ୍ରେସ!-->…
