Odia News Portal
Yearly Archives

2024

ଓଡିଶା ବିଧାନସଭାରେ ବିଜେପି ବିଜେଡି କାଣ୍ଟେକା ଟକ୍କର

ଓଡ଼ିଶାରେ ଦୀର୍ଘ ୨୪ ବର୍ଷ ହେଲା ଶାସନ କରି ଆସୁଥିବା ବିଜେଡିକୁ ଚଳିତ ବିଧାନସଭା ନିର୍ବାଚନରେ ଲାଗିପାରେ ଶକ୍ତ ଝଟକା। ବିଜେପି ଓ ବିଜେଡି ମଧ୍ୟରେ ଦେଖିବାକୁ ମିଳିବ କାଣ୍ଟେକା ଟକ୍କର।ଓଡ଼ିଶା ବିଧାନସଭାର ୧୪୭ ଆସନ ପାଇଁ ଭୋଟିଂ ସରିଥିବା ବେଳେ ଆସନ୍ତା ୪ ତାରିଖରେ ରେଜଲ୍ଟ ପ୍ରକାଶ ପାଇବ।

ଏକଜିଟ୍ ପୋଲ ପରେ ରାଜନୈତିକ ବୟାନବାଜି, ୧୦ରେ ଶପଥ ନେବା ନେଇ ମନମୋହନଙ୍କ ଦମ୍ଭୋକ୍ତି

ଏକଜିଟ୍ ପୋଲ ଆକଳନକୁ ନେଇ ଓଡ଼ିଶାରେ ତେଜିଛି ରାଜନୈତିକ ବୟାନବାଜି । ଭଲ ପ୍ରଦର୍ଶନ କରିବା ନେଇ ଆଶାବାଦୀ ଅଛନ୍ତି ୩ ପ୍ରମୁଖ ଦଳ ବିଜେଡି, ବିଜେପି ଓ କଂଗ୍ରେସ । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି, ୪ରେ ସରକାର ପରିବର୍ତ୍ତନ ହେବ । ସେଦିନ ଅପରାହ୍ମ ସୁଦ୍ଧା ଟ୍ରେଣ୍ଡ ଆସି

ରାଜ୍ୟରେ ଅସ୍ୱାଭାବିକ ମୃତ୍ୟୁ ସଂଖ୍ୟା ୩୧କୁ ବୃଦ୍ଧି

ରାଜ୍ୟରେ ଅସ୍ୱାଭାବିକ ମୃତ୍ୟୁ ସଂଖ୍ୟା ୩୧କୁ ବୃଦ୍ଧି ପାଇଛି। ଗତକାଲି ସୁଦ୍ଧା ଅସ୍ୱାଭାବିକ ମୃତ୍ୟୁ ହୋଇଥିବା ୨୮ ଜଣଙ୍କର ଶବ ବ୍ୟବଚ୍ଛେଦ ସରିଥିବା ବେଳେ ରାଉରକେଲାରେ ଅସ୍ୱାଭାବିକ ମୃତ୍ୟୁ ହୋଇଥିବା ଆଉ ୩ ଜଣ ବ୍ୟକ୍ତିଙ୍କର ମୃତ ଶରୀର ଆଜି ପୋଷ୍ଟମର୍ଟମ ପାଇଁ ଆସିଥିବା ଜଣାପଡ଼ିଛି।

ବାହାନଗା ରେଳ ଟ୍ରାଜେଡିକୁ ବର୍ଷେ, ଗୋଟିଏ ଝଟକାରେ ଚାଲି ଯାଇଥିଲା ୨୯୬ ଜୀବନ

ଦିନ ଥିଲା ୨ ଜୁନ୍, ୨୦୨୩ । ବାଲେଶ୍ୱର ଜିଲ୍ଲା ବାହାନଗା । ଘଟିଥିଲା ଛାତିଥରା ଟ୍ରେନ ଟ୍ରାଜେଡି । ଚାହୁଁ ଚାହୁଁ ବାହାନଗା ସିରିଜ୍ ଟ୍ରେନ୍ ଟ୍ରାଜେଡିକୁ ବର୍ଷେ ପୁରିଛି । ଗତବର୍ଷ ଠିକ୍ ଆଜିର ଦିନରେ ବାହାନଗାରେ ଘଟିଥିଲା ଭୟଙ୍କର ଟ୍ରିପିଲ ଟ୍ରେନ୍ ଦୁର୍ଘଟଣା । ସେହିଦିନର ଶୁକ୍ରବାରରେ

ଗାଡି ଚାଳକ ସାବଧାନ! ଗାଡି ଚଲାଇବା ବେଳେ ମୋବାଇଲରେ କଥାହେଉଥିଲେ ଗାଡି, ମୋବାଇଲ ସବୁ ଛଡାଇନେବ ପୋଲିସ 

ଗାଡ଼ି ଚଲାଇବା ସମୟରେ ମୋବାଇଲରେ କଥା ହେଉଥିଲେ ଏବେ ଗାଡ଼ି ଜବତ ହେବା ସହ ମୋବାଇଲ୍ ମଧ୍ୟ ହେବ ଜବତ । ଗାଡ଼ି କୋର୍ଟ ଚାଲାଣ କରିବା ସହ ମୋବାଇଲକୁ ଜବତ କରିବ ପୋଲିସ । ଚେକିଙ୍ଗ ସମୟରେ ପୋଲିସ ଉପରକୁ ଗାଡ଼ି ଚଢାଇ କେତେକ ଅମାନିଆ ଡ୍ରାଇଭର ଖସି ପଲାଉ ଥିବା ନଜିର ଆସିଛି । ସେମାନଙ୍କୁ

ତପ୍ତପାଣି ଘାଟି ତଳକୁ ଖସିଲା ଟ୍ରକ୍, ଡ୍ରାଇଭର ମୃତ

ଗଞ୍ଜାମ ଜିଲ୍ଲା ତପ୍ତପାଣି ଘାଟି ଯୋକରାପଲ୍ଲୀ ନିକଟରେ ଏକ ହଳଦୀ ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରକ୍‌ଟି ଘାଟି ତଳକୁ ଖସି ଓଲଟି ପଡ଼ିବାରୁ ଡ୍ରାଇଭରଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ନାଁ ସୁରେଶ କୁମାର ଗୁରୁ। ତାଙ୍କ ଘର ନୟାଗଡ଼ ଜିଲ୍ଲାର ସରପଡ଼ାରେ। ଟ୍ରକ୍‌ଟି ମୋହନା

ପୁରୀ ବାଣ ବିସ୍ଫୋରଣ ଘଟଣାରେ ବଢ଼ି ଚାଲିଛି ମୃତ୍ୟୁ ସଂଖ୍ୟା

ପୁରୀ ବାଣ ବିସ୍ଫୋରଣ ଘଟଣାରେ ବଢ଼ି ଚାଲିଛି ମୃତ୍ୟୁ ସଂଖ୍ୟା। ଆଜି ଆଉ ଜଣଙ୍କର ମୃତ୍ୟୁ ଘଟିଛି। ଏହା ସହିତ ଏହି ଘଟଣାରେ ମୃତକଙ୍କ ସଂଖ୍ୟା ୯କୁ ବୃଦ୍ଧି ପାଇଛି। ପ୍ରେସ୍ ରିଲିଜ୍ ଜରିଆରେ ସ୍ୱତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି)ଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସ୍ୱାସ୍ଥ୍ୟ ଓ ପରିବାର

ଇଭିଏମ୍ ଭଙ୍ଗାରୁଜା ଘଟଣା: ଖାରଜ୍‌ ହେଲା ଜଗଦ୍ଦେବଙ୍କ ଜାମିନ୍

ଜଗଦ୍ଦେବଙ୍କ ଜାମିନ୍ ଖାରଜ । ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ୍ ଆବେଦନ ହେଲା ଖାରଜ । ଜାମିନ୍ ଖାରଜ କଲେ ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲା ଦୌରାଜଜ-୨ । ବୁଥ୍ ଗଣ୍ଡଗୋଳ ଘଟଣାରେ ଗିରଫ ହୋଇଛନ୍ତି ପ୍ରଶାନ୍ତ ଜଗଦ୍ଦେବ । ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ସହ

ପୁରୀ ବାଣ ବିସ୍ଫୋରଣ ଘଟଣା; ଚିକିତ୍ସାଧୀନ ଆଉ ୨ ଜଣଙ୍କ ମୃତ୍ୟୁ, ସଂଖ୍ୟା ୬କୁ ବୃଦ୍ଧି

ପୁରୀ ବାଣ ବିସ୍ଫୋରଣ ଟ୍ରାଜେଡିରେ ବଢ଼ିଲା ମୃତ୍ୟୁସଂଖ୍ୟା । ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ ଜଣଙ୍କ ମୃତ୍ୟୁ ହୋଇଛି । ଏନେଇ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ସକାଳେ ଜଣେ ଆହତ ଆଖି ବୁଜିଥିଲେ । ମୃତକମାନେ ହେଲେ ଖଣ୍ଡିଆବନ୍ଧରର ହେମନ୍ତ ସାହୁ, ନରେନ୍ଦ୍ର କୋଣର

ବଢୁଛି ଅସ୍ୱାଭାବିକ ମୃତ୍ୟୁ ସଂଖ୍ୟା; ଦିନକରେ ସୁନ୍ଦରଗଡ଼ ଜିଲ୍ଲାରେ ଗଲାଣି ୧୬ ଜୀବନ

ରାଜ୍ୟରେ ବଢ଼ିବାରେ ଲାଗିଛି ଅସ୍ୱାଭାବିକ ମୃତ୍ୟୁ ସଂଖ୍ୟା। ସୁନ୍ଦରଗଡ଼ ଜିଲ୍ଲାରେ ଗତକାଲି ଗୋଟିଏ ଦିନରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ରାଉରକେଲା RGHରେ ଚିକିତ୍ସାଧୀନ ଅବସ୍ଥାରେ ୧୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲା ଡାକ୍ତରଖାନାରେ ୪ ଜଣଙ୍କର