ଶେଷ ପର୍ଯ୍ୟାୟ ନିର୍ବାଚନ: ଆଜି ସରୁଛି ପ୍ରଚାର
ଦେଶରେ ଶେଷ ପର୍ଯ୍ୟାୟ ନିର୍ବାଚନ ତଥା ଓଡ଼ିଶାର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଗୁରୁବାର ପ୍ରଚାର ସରୁଛି । ଜୁନ୍ ୧ ଶନିବାର ୮ଟି ରାଜ୍ୟରେ ୫୭ ଲୋକସଭା ଆସନରେ ହେବ ମତଦାନ । ଭୋଟରଙ୍କୁ ମନେଇବା ପାଇଁ ବିଭିନ୍ନ ଦଳର ନେତା ମାରାଥନ ପ୍ରଚାର କରୁଛନ୍ତି। ଓଡ଼ିଶାର ମୟୂରଭଞ୍ଜ, ଜଗତସିଂପୁର,!-->…
