ଆଜି ଆସିବେ ଶାହ, କରିବେ ଜୋରଦାର ପ୍ରଚାର
ଚଳିତ ସାଧାରଣ ନିର୍ବାଚନର ଅନ୍ତିମ ପର୍ଯ୍ୟାୟ ବାକି ଅଛି। ଆସନ୍ତା ୧ ତାରିଖରେ ଅନୁଷ୍ଠିତ ହେବ ଶେଷ ପର୍ଯ୍ୟାୟ ନିର୍ବାଚନ । ଏହା ପୂର୍ବରୁ ପ୍ରଚାର ନିମନ୍ତେ ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ତଥା ବିଜେପିର ଚାଣକ୍ୟ ଅମିତ ଶାହ। ବିଜେପି ପକ୍ଷରୁ ପ୍ରଚାରକୁ!-->…
