ରାଜ୍ୟର ସମସ୍ତ ୨୧ ଲୋକସଭା ଆସନ ବିଜେପିକୁ ଦେବାକୁ ଓଡ଼ିଶାବାସୀଙ୍କ ନିଷ୍ପତ୍ତି: ନଡ୍ଡା
କେନ୍ଦୁଝର ଜିଲ୍ଲା କରଞ୍ଜିଆରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ପ୍ରଚାର କରିଛନ୍ତି। ରାଜ୍ୟର ସମସ୍ତ ୨୧ ଲୋକସଭା ଆସନ ବିଜେପିକୁ ଦେବାକୁ ଓଡ଼ିଶାବାସୀ ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବିଶ୍ରାମ ଦେଇ ବିଜେପି ସରକାର ଓଡ଼ିଶାରେ ଗଠନ କରିବାକୁ!-->…
