Odia News Portal
Yearly Archives

2024

ଏଥର ଓଡ଼ିଶାରେ ପରିବର୍ତ୍ତନ ଥୟ, ବିଜେପି ସରକାର ହେବ: କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ

ଏଥର ଓଡ଼ିଶାରେ ପରିବର୍ତ୍ତନ ଥୟ, ବିଜେପି ସରକାର ହେବ। ଏଥର ୭୫ରୁ ଅଧିକ ସିଟରେ ବିଜେପିର ବିଧାନସଭା ପ୍ରାର୍ଥୀ ବିଜୟୀ ହେବେ। ସମ୍ବଲପୁର ଅଇଁଠାପାଲି ପିଏଚ୍‌ଡ଼ି ପଡ଼ିଆରେ ଆୟୋଜିତ ବିଶାଳ ଜନ ସମାବେଶରେ ଉଦବୋଧନ ଦେଇ ଏହା କହିଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ଅମିତ ଶାହ ଆହୁରି

ଆଜି ସମ୍ବଲପୁର ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ, ବିଶାଳ ଜନସଭାରେ ଉଦବୋଧନ ଦେବେ

ଆଜି ୨୧ ତାରିଖରେ ସମ୍ବଲପୁର ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ସମ୍ବଲପୁର ପିଏଚ୍‌ଡ଼ି ପଡ଼ିଆରେ ହେବାକୁ ଥିବା ବିଶାଳ ଜନ ସମାବେଶରେ ଯୋଗ ଦେବେ ଶ୍ରୀ ଶାହ। ସୂଚନା ଅନୁଯାୟୀ, ପ୍ରଥମେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ମା ସମଲେଇଙ୍କ ମନ୍ଦିର ଯାଇକୁ ପୂଜାର୍ଚ୍ଚନା

କାଲି ଲଘୁଚାପ, ୨୪ରେ ଅବପାତ ! ୨୫ ଯାଏ ଭୀଷଣ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ଆସୁଛି ଲଘୁଚାପ। ଆସନ୍ତାକାଲି ବେଳକୁ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହା ଉତ୍ତରପୂର୍ବ ଦିଗକୁ ଗତି କରିବ। କେନ୍ଦ୍ରୀୟ ବଙ୍ଗୋପସାଗରରେ ଆହୁରି ଘନୀଭୂତ ହୋଇ ୨୪ ବେଳକୁ ଅବପାତରେ ପରିଣତ ହେବାର

ଅନୁଗୋଳରେ ବର୍ଷିଲେ ମୋଦି, କହିଲେ- ଏଥର ବିଜେଡି ସରକାର ଯିବା ଥୟ

ପୁରୀରେ ରୋଡ ଶୋ’ ପରେ ଅନୁଗୋଳରେ ବିଶାଳ ଜନସଭାକୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଅନୁଗୋଳରେ ସିଧାସଳଖ ବିଜେଡି ସରକାରକୁ ଟାର୍ଗେଟ କରି ବର୍ଷିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଏପରିକି ଏଥର ବିଜେଡି ସରକାର ଯିବା ଥୟ ବୋଲି କହିବା ସହ ଅନୁଗୋଳ ବାସିନ୍ଦାଙ୍କୁ

ପ୍ରଧାନମନ୍ତ୍ରୀଙ୍କୁ ପାଣ୍ଡିଆନଙ୍କ ତେରଛା ବାଣ

ସାଲେପୁରରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ଭିକେ ପାଣ୍ଡିଆନ । ବିକାଶମୂଳକ କାମର ହିସାବ ଦେଇ ବିଜେଡି ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିଛନ୍ତି ପାଣ୍ଡିଆନ । ଏହାସହ ବିରୋଧୀ ବିଜେପିକୁ ଟାର୍ଗେଟ କରି ପାଣ୍ଡିଆନ କହିଛନ୍ତି, ଏବେ ପ୍ରଧାନମନ୍ତ୍ରୀ ଓଡ଼ିଶାକୁ ଆସି କହୁଛନ୍ତି

୬ ବର୍ଷ ହେଲା ମିଳୁନି ରତ୍ନଭଣ୍ଡାର ଚାବି, ମୁଖ୍ୟମନ୍ତ୍ରୀଙ୍କ ପାଖ ଲୋକ ଦାୟୀ

ରତ୍ନ ଭଣ୍ଡାର ଚାବି ହଜିବା ପ୍ରସଙ୍ଗକୁ ନେଇ ପୁଣି ଥରେ ରାଜ୍ୟ ସରକାରଙ୍କୁ ଘେରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିଜେଡି ଶାସନରେ ଜଗନ୍ନାଥ ସଂସ୍କୃତି ବି ସୁରକ୍ଷିତ ନୁହେଁ ବୋଲି ଆକ୍ଷେପ କରି କହିଛନ୍ତି। ଅନୁଗୋଳ ଜନସଭାରେ ରାଜ୍ୟ ସରକାରଙ୍କୁ ଏପରି ଟାର୍ଗେଟ କରିଛନ୍ତି

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ଓଡ଼ିଶାରେ ଆରମ୍ଭ ହେଲା ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ। ସକାଳ ୭ଟା ବାଜିବା କ୍ଷଣି ଆରମ୍ଭ ହୋଇଛି ମତଦାନ ପ୍ରକ୍ରିୟା। ଆଜି ରାଜ୍ୟର ୫ ଲୋକସଭା ଓ ୩୫ଟି ବିଧାନସଭା ଆସନରେ ଆରମ୍ଭ ହୋଇଛି ମତଦାନ। ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ହେବ। ୭୯,୬୯,୮୮୭ଜଣ ମତଦାତା ସେମାନଙ୍କର

‘ବାତ୍ୟା ନେଇ ଆକଳନ କରାଯାଇନି’

ବାତ୍ୟା ନେଇ କୌଣସି ଆକଳନ କରାଯାଇ ନଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ମନୋରମା ମହାନ୍ତି କହିଛନ୍ତି। ତାଙ୍କ ସୂଚନା ଅନୁଯାୟୀ, ଆସନ୍ତା ୨୨ ତାରିଖ ବେଳକୁ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି

ସୋମବାର ଶ୍ରୀକ୍ଷେତ୍ରରେ ମୋଦିଙ୍କ ରୋଡ୍‌ ଶୋ’, ୬୩ ପ୍ଲାଟୁନ୍‌ ଫୋର୍ସ ମୁତୟନ

ସୋମବାର ସକାଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରୀକ୍ଷେତ୍ରରେ ବିଶାଳ ରୋଡ୍ ଶୋ’ କରିବେ। ରୋଡ୍‌ ଶୋ’ ପୂର୍ବରୁ ସେ ମହାପ୍ରଭୁଙ୍କୁ ଦର୍ଶନ କରି ଆଶୀର୍ବାଦ ନେବେ। ତା’ପରେ ଘଣ୍ଟାଏ ଧରି ରୋଡ୍‌ ଶୋ’ କରିବେ। ଲୋକସଭା ଓ ବିଧାୟକ ପ୍ରାର୍ଥୀଙ୍କ ପାଇଁ ଭୋଟ୍‌ ଭିକ୍ଷା କରିବେ। ସେଥିପାଇଁ

ବିକଶିତ ଦେଶ ଗଠନ ମୁଖ୍ୟ ଉଦ୍ଦେଶ୍ୟ, ଏଣୁ ବିଜେପି ପ୍ରାର୍ଥୀଙ୍କୁ ଜିତାନ୍ତୁ:ରାଜନାଥ ସିଂହ

ବିଜେପି କେବଳ କ୍ଷମତାରେ ରହିବାକୁ ରାଜନୀତି କରେନାହିଁ, ବିକଶିତ ଦେଶ ଗଠନ ଏହାର ମୁଖ୍ୟ ଉଦ୍ଦେଶ୍ୟ। ଏଣୁ ବିଜେପି ପ୍ରାର୍ଥୀଙ୍କୁ ଜିତାନ୍ତୁ। ଏଭଳି କହିଛନ୍ତି କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ଏହି ସଭାରେ ସମ୍ବଲପୁର ବିଜେପି ଲୋକସଭା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ ଓ