ବିଜେପି ସରକାର ଆସିଲେ ରତ୍ନଭଣ୍ଡାର ତଦନ୍ତ : ରାଜନାଥ
ମହାପ୍ରଭୁଙ୍କ ରତ୍ନଭଣ୍ଡାର ଚାବି ବି ହଜାଇ ଦେଲେ ଓଡ଼ିଶା ସରକାର। ଯେଉଁ ଦିନ ଆମ ସରକାର ହେବ ଏହାର ତଦନ୍ତ ହେବ। କିଏ ରତ୍ନଭଣ୍ଡାର ଚାବି ହଜାଇଲା ତାର ତଦନ୍ତ ହେବ। ବିଜେପି କେବଳ କ୍ଷମତାରେ ରହିବାକୁ ରାଜନୀତି କରେନାହିଁ, ବିକଶିତ ଦେଶ ଗଠନ ଏହାର ମୁଖ୍ୟ ଉଦ୍ଦେଶ୍ୟ। ଏଣୁ ବିଜେପି!-->…
