୨୦ରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ; ଆଜି ସରିବ ପ୍ରଚାର
ଆସନ୍ତା ୨୦ ତାରିଖରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ। ଏଥିପାଇଁ ଆଜି ସରୁଛି ପ୍ରଚାର। ଶେଷଦିନରେ ତିନି ପ୍ରମୁଖ ଦଳ ପ୍ରଚାରକୁ ଜୋରଦାର କରିବେ। ଦ୍ୱିତୀୟ ପର୍ଯ୍ୟାୟରେ ପ୍ରଦୀପ ପୁରୋହିତ, ସଙ୍ଗୀତା ସିଂଦେଓ, ଜୁଏଲ ଓରାମ, ଅଚ୍ୟୁତ ସାମନ୍ତ, ବିକ୍ରମ କେଶରୀ ଆରୁଖ, ସୁଶାନ୍ତ ସିଂ, କଳିକେଶ!-->…
