ମେ’ ୧୭ରେ ଓଡ଼ିଶା ଆସିବେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍ଗେ, କନ୍ଧମାଳରେ କରିବେ ପ୍ରଚାର
ଆସନ୍ତା ୧୭ ତାରିଖରେ ଓଡ଼ିଶା ଆସିବେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍ଗେ । ସେହିଦିନ ସେ କନ୍ଧମାଳରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ତେଣୁ ଖଡଗେଙ୍କ ଗସ୍ତ ପାଇଁ ଉତ୍ସାହିତ ହୋଇପଡ଼ିଛି କଂଗ୍ରେସ ଶିବିର। କର୍ମୀଙ୍କ ସହ ବରିଷ୍ଠ ନେତୃବୃନ୍ଦ ଘନଘନ ଆଲୋଚନା କରୁଛନ୍ତି।!-->…
