Odia News Portal
Yearly Archives

2024

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କଲେ ଗଡକରୀ

କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ ଗୁରୁବାର ପୁରୀରେ ପହଞ୍ଚିଛନ୍ତି। ପ୍ରଥମେ ସେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। ସେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ପୂଜାର୍ଚ୍ଚନା କରି ଆଶୀର୍ବାଦ ନେଇଛନ୍ତି । ଏହାପରେ ଶ୍ରୀମନ୍ଦିରରୁ ବାହାରି ପୁରୀ ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ

ନବୀନ ଓଡ଼ିଶାବାସୀଙ୍କୁ ନୁହେଁ, ପାଣ୍ଡିଆନଙ୍କୁ ଭଲ ପାଆନ୍ତି:ହିମନ୍ତ ବିଶ୍ୱଶର୍ମା

ନିର୍ବାଚନ ପ୍ରଚାର ନିମନ୍ତେ ଦିନିକିଆ ଓଡ଼ିଶା ଗସ୍ତରେ ଆସିଥିବା ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ବିଜେଡି ସୁପିମୋ ନବୀନ ପଟ୍ଟନାୟକ ଓ ଭିକେ ପାଣ୍ଡିଆନଙ୍କ ଉପରେ କରିଛନ୍ତି ସିଧା ହମଲା। ମାଲକାନଗିରି ଜିଲ୍ଲା କାଲିମେଳାରେ ଜନସଭାକୁ ସମ୍ବୋଧିତ ବେଳେ ହିମନ୍ତ ବିଶ୍ୱଶର୍ମା

ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀଙ୍କ ସାମ୍ବାଦିକ ସମ୍ବିଳନୀରେ ସୂଚନା

ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀଙ୍କ ସାମ୍ବାଦିକ ସମ୍ବିଳନୀ । ସମ୍ବିଳନା କରି କହିଛନ୍ତି ବିଜେପି ସରକାର ଆସିବା ପରେ କେଉଁ ସବୁ ଯୋଜନା ଆରମ୍ଭ ହେବ । ବିଜେପି ସରକାରକୁ ଆସିଲେ ସ୍କୁଲରେ ମିଡ ଡେ ମିଲ ସହ ଜଳଖିଆ ପାଇଁ ଆପୁର୍ତ୍ତି ଯୋଜନା ଆରମ୍ଭ ହେବ । ବିଜେପି ସରକାର ହେଲେ ମଧ୍ୟ, ଉତ୍ତର

ଆଜି କନ୍ଧମାଳ ଯିବେ ମୁଖ୍ୟମନ୍ତ୍ରୀ; କରିବେ ନିର୍ବାଚନୀ ପ୍ରଚାର

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କନ୍ଧମାଳ ଜିଲ୍ଲା ଗସ୍ତରେ ଯିବେ। ସେଠାରେ ନବୀନ ନିର୍ବାଚନୀ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଅପରାହ୍ନ ପ୍ରାୟ ୧୨ଟାରେ ମୁଖ୍ୟମନ୍ତ୍ରୀ କନ୍ଧମାଳ ଷ୍ଟାଡିୟମରେ ପହଞ୍ଚିବେ ଏବଂ ସେଠାରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗଦେବେ।

ତାତିରୁ ମିଳିଛି ଆଶ୍ବସ୍ତି, ଆହୁରି ୪ ଦିନ କାଳବୈଶାଖୀ ସମ୍ଭାବନା

କାଳବୈଶାଖୀ ବର୍ଷା ପାଇଁ ତାତିରୁ ମିଳିଛି ଆଶ୍ବସ୍ତି । ରାଜ୍ୟର ବିଭିନ୍ନ ସ୍ଥାନରେ ଦିନ ତାପମାତ୍ରା କମିଛି । ଆହୁରି ୪ ଦିନ କାଳବୈଶାଖୀ ପ୍ରଭାବ ରହିବା ପୂର୍ବାନୁମାନ କରାଯାଇଛି । ଗତକାଲି ବିଭିନ୍ନ ସ୍ଥାନରେ କାଳବୈଶାଖୀ ଲାଗି ଗଛ ଉପୁଡିବା ସହ କିଛି ଘରର ଛାତ ମଧ୍ୟ ଉଡିଯାଇଥିବା ଦେଖିବାକୁ

କାର୍ ଭିତରୁ ୩ ଜଣଙ୍କ ମୃତଦେହ ଉଦ୍ଧାର

ଲଖନପୁର ଅଞ୍ଚଳରେ ଚାଞ୍ଚଲ୍ଯ। ଲଖନପୁର ଆଦର୍ଶ ବିଦ୍ୟାଳୟ ନିକଟରେ ତିନି ଜଣଂକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ, ପୁଲିସ ପହଂଚି ତଦନ୍ତ କରୁଛି। କାର ଭିତରେ ପଡ଼ି ରହିଛି ତିନି ଜଣଙ୍କ ଗୁଳିବିଦ୍ଧ ମୃତ ଦେହ । ଜଣେ ମହିଳା ଜଣେ ବାଳିକା ଓ ଜଣେ ବ୍ୟକ୍ତି ଙ୍କ ମୃତ ଦେହ । ମୃତକ ମାନେ ଗୋଟିଏ

କେଜ୍ରିୱାଲଙ୍କୁ ମିଳିବ କି ଜାମିନ

ଅବକାରୀ ଦୁର୍ନୀତି ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ଗିରଫ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଅନ୍ତରୀଣ ଜାମିନ ନେଇ ସୁପ୍ରିମକୋର୍ଟ ମେ ୧୦ରେ ରାୟ ପ୍ରକାଶ କରିବେ। ଗିରଫ ବିରୋଧରେ କେଜ୍ରିୱାଲଙ୍କ ଆବେଦନ ଉପରେ ଶୁଣାଣି କରୁଥିବା ଖଣ୍ଡପୀଠର ଅଧ୍ୟକ୍ଷତା କରୁଥିବା ଜଷ୍ଟିସ

ହାଇପ୍ରୋଫାଇଲ୍ ସିଟ୍ ଭୁବନେଶ୍ୱରରେ ଲଢ଼ୁଛନ୍ତି ୧୨ ଲୋକସଭା ପ୍ରାର୍ଥୀ

ହାଇପ୍ରୋଫାଇଲ୍ ସିଟ୍ ଭୁବନେଶ୍ୱର ଲୋକସଭା ନିର୍ବାଚନ ପାଇଁ ମୈଦାନରେ ୧୨ ପ୍ରତିଦ୍ୱନ୍ଦ୍ୱୀ । ବିଭିନ୍ନ ଦଳ ଓ ସ୍ୱାଧୀନ ଭାବେ ନୋମିନେସନ ଦାଖଲ କରିଥିବା ପ୍ରାର୍ଥୀ ମାନଙ୍କର ନାମାଙ୍କନ ପତ୍ର ଯାଞ୍ଚ ସରିବା ପରେ, ଏହି ସୂଚନା ଦେଇଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ ତଥା ରିଟର୍ଣ୍ଣିଂ ଅଫିସର ଚଞ୍ଚଳ

ବିବାଦ ପରେ କଂଗ୍ରେସ ବିଦେଶ ମୁଖ୍ୟ ପଦରୁ ଇସ୍ତଫା ଦେଲେ ସାମ୍ ପିଟ୍ରୋଡା

କଂଗ୍ରେସ ନେତା ସାମ୍ ପିଟ୍ରୋଡା ଭାରତୀୟ କଂଗ୍ରେସର ବିଦେଶ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି। ଦଳ ମଧ୍ୟ ତାଙ୍କର ଏହି ଇସ୍ତଫା ଗ୍ରହଣ କରିଛି।ଏହି ସୂଚନା କଂଗ୍ରେସର ବରିଷ୍ଠ ନେତା ଜୟରାମ ରମେଶ ସୋସିଆଲ ମିଡ଼ିଆ ପ୍ଳାର୍ଟଫର୍ମ ଏକ୍ସ'ରେ ଦେଇଛନ୍ତି। ଏଥିରେ ସେ ଲେଖିଛନ୍ତି, ସାମ୍ ପିଟ୍ରୋଡା

ଭୁବନେଶ୍ବର ବିମାନବନ୍ଦରରେ ପୁଣି ସୁନା ଜବତ

ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ପୁଣି ଥରେ ସୁନା ଜବତ ହୋଇଛି। ଦୁବାଇରୁ ଭୁବନେଶ୍ବର ଆସିଥିବା ୪ ଜଣ ଯାତ୍ରୀଙ୍କ ଠାରୁ ୩.୭୭ ଗ୍ରାମର ସୁନା ଜବତ ହୋଇଛି, ଯାହାର ମୂଲ୍ୟ ୨ କୋଟି ୭୯ ଲକ୍ଷ ଟଙ୍କା ହେବ ବୋଲି କେନ୍ଦ୍ରୀୟ ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟ ପକ୍ଷରୁ