୨ ଜଣ ହେଲିକପ୍ଟରରେ ବୁଲିଲେ ସରକାର ହେବନି:ବୈଜୟନ୍ତ ପଣ୍ଡା
ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା । ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପ୍ରେସମିଟ୍ କରି ସରକାରଙ୍କ ପୋଲ୍ ଖୋଲିଛନ୍ତି ବୈଜୟନ୍ତ । ଗତ ୧୦ ବର୍ଷରେ ମୋଦିଙ୍କ ନେତୃତ୍ୱରେ ଭାରତ ବହୁ ଆଗକୁ ବଢିଛି ବୋଲି କହିଛନ୍ତି ବୈଜୟନ୍ତ । ଏଥିପାଇଁ ସାରା!-->…
