Odia News Portal
Yearly Archives

2024

‘ଜୁନ୍ ୪ ବିଜେଡିର ଏକ୍ସପାରୀ ଡେଟ୍‌, ୬ରେ ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଚୟନ, ୧୦ରେ ଶପଥ ଗ୍ରହଣ’

‘ଆସନ୍ତା ମାସ ୪ ତାରିଖରେ ସମଗ୍ର ଦେଶରେ ନିର୍ବାଚନୀ ଫଳାଫଳ ପ୍ରକାଶ ପାଇବ। ଉକ୍ତ ଦିନ ଓଡ଼ିଶାର କାୟା ପଲଟିବ। ଦୀର୍ଘ ୨୫ ବର୍ଷ ଧରି ଶାସନ କରୁଥିବା ବିଜେଡି ସରକାରର ଜୁନ୍ ୪ ତାରିଖ ହେଉଛି ଏକ୍ସପାରୀ ଡେଟ୍‌।’ ଆଜି ଦକ୍ଷିଣ ଓଡ଼ିଶାରେ ପାୱାରଫୁଲ୍‌ ଶୋ’ କରି ଏପରି ଭାବେ ବିଜେଡି ଉପରେ

NEET ପେପର ଲିକ, ୨୪ ଲକ୍ଷ ପିଲାଙ୍କ ଭବିଷ୍ୟତ ସହ ଖେଳ, ମୋଦିଙ୍କୁ ପ୍ରଶ୍ନ କଲେ ପ୍ରିୟଙ୍କା

ନିଟ୍‌ ପେପର ଲିକ ହେବାର ଦାବିରେ କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ଯୁବପଢିଙ୍କ ଭବିଷ୍ୟତ ସହ ଖେଳାଯାଉଛି, କିନ୍ତୁ ପ୍ରଧାନମନ୍ତ୍ରୀ ମୋଦି କାହିଁକି ଏହି ପ୍ରସଙ୍ଗରେ ଚୁପ ଅଛନ୍ତି।

ଓଡ଼ିଶାରେ ପ୍ରତିଷ୍ଠା ହେବ ଗ୍ରୀନ୍‌ ହାଇଡ୍ରୋଜେନ ଓ ଗ୍ରୀନ୍‌ ଆମୋନିଆ ପ୍ରକଳ୍ପ

ଓଡ଼ିଶାରେ ଗ୍ରୀନ୍‌ ହାଇଡ୍ରୋଜେନ ଓ ଗ୍ରୀନ୍‌ ଆମୋନିଆ ପ୍ରକଳ୍ପ କରିବ ଗୁରୁଗ୍ରାମ ଭିତ୍ତିକ ହାଇଜେନକୋ ଗ୍ରୀନ୍‌ ଏନର୍ଜୀ। ଟାଟା ଷ୍ଟିଲ ଏସ୍ଇଜେଡର ଗୋପାଳପୁର ଶିଳ୍ପ ପାର୍କରେ ସ୍ଥାପନ କରିବ ୧ ନିୟୁତ ଟନ କ୍ଷମତା ବିଶିଷ୍ଟ ଗ୍ରୀନ୍‌ ଆମୋନିଆ ପ୍ରକଳ୍ପ। ଏଥିପାଇଁ ୧୦୦ କୋଟି ଡଲାର ନିବେଶ

ସ୍ୱାଧୀନ ଭାବେ ଲଢ଼ିବେ ଖାରବେଳ ସ୍ୱାଇଁ

କିଛି ଦିନର ବ୍ୟବଧାନ ପରେ ପୂର୍ବତନ ସାଂସଦ ମହାମେଘବାହନ ଐର ଖାରବେଳ ସ୍ୱାଇଁ ପୁନଶ୍ଚ ନିରବତା ଭଙ୍ଗ କରିଛନ୍ତି । ଆଗାମୀ ନିର୍ବାଚନରେ ସେ ସ୍ୱାଧୀନ ଭାବେ ଲଢ଼ିବେ । ଏନେଇ ମାନସିକ ସ୍ତରରେ ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇଥିବା ଶୁକ୍ରବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଶ୍ରୀ ସ୍ୱାଇଁଙ୍କ

ଓଡିଶା ପାଇଁ କଂଗ୍ରେସ ଜାରି କଲା ଷ୍ଟାର ପ୍ରଚାରକ ତାଲିକା

ଓଡିଶା ପାଇଁ ଷ୍ଟାର ପ୍ରଚାରକ ତାଲିକା ଜାରି କଲା କଂଗ୍ରେସ । ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି ଏଆଇସିସି । ତାଲିକାରେ ରହିଛନ୍ତି ମଲ୍ଲିକାର୍ଜୁନ ଖଡଗେ, ସୋନିଆ ଗାନ୍ଧୀଙ୍କ ନାଁ । ସେହିପରି ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ଅଜୟ କୁମାରଙ୍କ ନାଁ ମଧ୍ୟ ଘୋଷଣା

ସପ୍ତାହେ ଭିତରେ ଦୁଇଥର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ମୋଦିଙ୍କ ଫୋକସରେ ଓଡ଼ିଶା ନିର୍ବାଚନ । ମାରାଥନ୍ ଗସ୍ତ କରି ଭୋଟ୍ ମାଗିବା ପାଇଁ କରିବେ ସମାବେଶ, ଏବଂ ରୋଡ୍ ସୋ । ଆସନ୍ତା ୧୦ ତାରିଖ ଦିନ ପ୍ରଧାନମନ୍ତ୍ରୀ ମୋଦି ଭୁବନେଶ୍ୱରରେ ରୋଡ୍ କରିବାର କାର୍ଯ୍ୟକ୍ରମ ରହିଛି । ଭୁବନେଶ୍ୱରରେ ବିଶାଳ ରୋଡ ସୋ କରିବା ସହ ଏକାମ୍ର, ଉତ୍ତର ଓ ମଧ୍ୟ

ଜୟପୁର ପରେ ନବରଙ୍ଗପୁରରେ ସରକାରୀ ଯୋଜନାର ସଫଳତା କଥା କହିଲେ ନବୀନ 

ଜୟପୁରରେ ପ୍ରାର୍ଥୀଙ୍କ ପାଇଁ ପ୍ରଚାର ବେଳେ ରାଜ୍ୟରେ ଲାଗୁ ହୋଇଥିବା ସମସ୍ତ ସରକାରୀ ଯୋଜନାର ସଫଳତାର କଥା ଗୋଟି ଗୋଟି କରି ଜନତାଙ୍କୁ ପଚାରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ ବିଏସକେୱାଇ ଯୋଜନା, ମମତା ଯୋଜନା, ଲକ୍ଷ୍ମୀ ବସ୍ ଯୋଜନା, ମିଶନ୍ ଶକ୍ତି, ପିଲାଙ୍କ ଶିକ୍ଷା ପାଇଁ

ଓଡ଼ିଶାରେ କେନ୍ଦ୍ର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର । ଭୁବନେଶ୍ୱର-କଟକର ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ

ଓଡ଼ିଶାରେ କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର । ଭୁବନେଶ୍ୱର ବିମାନବନ୍ଦରରେ ଜୟଶଙ୍କରଙ୍କୁ ଭବ୍ୟ ସ୍ୱାଗତ କରିଛନ୍ତି ରାଜ୍ୟ ବିଜେପିର ବରିଷ୍ଠ ନେତାଗଣ । ତେବେ ପ୍ରଥମ ପର୍ଯ୍ୟାୟ ମତଦାନ ପୂର୍ବରୁ ବିଜେପିର ପ୍ରମୁଖ ଶୀର୍ଷ ନେତାଙ୍କ ଓଡିଶା ଗସ୍ତ ଜାରି ରହିଛି । ୬ ତାରିଖରେ

ସାମ୍ବାଦିକ ସମ୍ମିଳନୀରେ ଜୟଶଂକର ଗଣାଇଲେ କେନ୍ଦ୍ରୀୟ ଯୋଜନାର ଲାଭ 

ନିର୍ବାଚନ ପ୍ରଚାର ପାଇଁ କେନ୍ଦ୍ର ବିଜେପିର ନେତାମାନେ ଜଣଙ୍କ ପରେ ଜଣେ ଓଡିଶା ଆସିବାରେ ଲାଗିଛନ୍ତି । ଏହି କ୍ରମରେ ପ୍ରଥମଥର ପାଇଁ ନିର୍ବାଚନ ପ୍ରଚାରରେ ଓଡିଶା ଆସିଛନ୍ତି କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଂକର । ସେ ଏକ ସମ୍ବାଦିକ ସମ୍ମିଳନୀ କରି କେନ୍ଦ୍ର ସରକାରଙ୍କ

କଂଗ୍ରେସରୁ ଇସ୍ତଫା ପରେ ବିଜେପିରେ ମିଶିଲେ ଲଭଲି

ଦିଲ୍ଲୀ କଂଗ୍ରେସର ପୂର୍ବତନ ସଭାପତି ଅରବିନ୍ଦ ସିଂ ଲଭଲି ଶନିବାର ବିଜେପିରେ ଯୋଗ ଦେଇଛନ୍ତି। ତାଙ୍କ ସହ ନସୀବ ସିଂ, ନୀରଜ ବାସୋୟା ଏବଂ ରାଜକୁମାର ଚୌହାନ ମଧ୍ୟ ବିଜେପିର ସଦସ୍ୟତା ଗ୍ରହଣ କରିଛନ୍ତି। ଲଭଲି ଦ୍ବିତୀୟ ଥର ବିଜେପିକୁ ଫେରିଛନ୍ତି । ଏହା ପୂର୍ବରୁ ମଧ୍ୟ ସେ କଂଗ୍ରେସ ଛାଡ଼ି