Odia News Portal
Yearly Archives

2024

ଏନ୍‌କାଉଣ୍ଟରରେ ଟଳିଲେ ୪ ମାଓବାଦୀ; ସର୍ଚ୍ଚ ଅପରେସନ ଜାରି

ଏନ୍‌କାଉଣ୍ଟରରେ ଟଳିଲେ ୪ ମାଓବାଦୀ। ଛତିଶଗଡ଼ ନାରାୟଣପୁର ଆବୁଜମାଡ଼ ଜଙ୍ଗଲରେ ଏନ୍‌କାଉଣ୍ଟର। DRG, STFର ମିଳିତ କମ୍ବିଂ ବେଳେ ମାଓବାଦୀଙ୍କ ସହ ମୁହାଁମୁହିଁ । ୪ ମାଓବାଦୀ ନିପାତ ହୋଇଛନ୍ତି , ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ ଜାରି ରହିଛି । ସୂଚନା ଯୋଗ୍ୟ, ଏନକାଉଣ୍ଟରେ ମଙ୍ଗଳବାର ୪

ବାରିପଦା ବ୍ୟାଙ୍କ ଅଫ୍ ଇଣ୍ଡିଆର ରିଜିଓନାଲ୍ ଅଫିସରେ ଅଗ୍ନିକାଣ୍ଡ

ବ୍ୟାଙ୍କରେ ଭୟାବହ ଅଗ୍ନିକାଣ୍ଡ। ବାରିପଦା ସ୍ଥିତ ବ୍ୟାଙ୍କ ଅଫ୍ ଇଣ୍ଡିଆର ଜୋନାଲ ଅଫିସରେ ଅଗ୍ନିକାଣ୍ଡ ଘଟିଥିବାର ଖବର ମିଳିଛି। ବ୍ୟାଙ୍କର ତୃତୀୟ ମହଲାରେ ନିଆଁ ଲାଗିଛି। ଉପର ମହଲାକୁ ନିଆଁ ବ୍ୟାପିବାର ସମ୍ଭାବନା ରହିଥିବାରୁ ଏହାକୁ ଆୟତ୍ତ କରିବାକୁ ଉଦ୍ୟମ ଚାଲିଛି। କ୍ୟାଣ୍ଟିନରୁ ନିଆଁ

ନିଆଁ ଲିଭୁଛି ଯେତେ ଲାଗୁଛି ଅଧିକ ବିପଦରେ ଶିମିଳିପାଳ ଅଭୟାରଣ୍ୟ

 ଜଳୁଛି ଶିମିଳିପାଳ।ନିଆଁ ଲିଭୂଛି ଯେତେ ଲାଗୁଛି ତାଠାରୁ ଅଧିକ। ଚିନ୍ତାରେ ବିଭାଗ ଏବଂ ସମଗ୍ର ଜିଲ୍ଲାବାସୀ। ଶିମିଳିପାଳ ଅଭୟାରଣ୍ୟ ସମେତ ଜିଲ୍ଲାର ବିଭିନ୍ନ ଜଙ୍ଗଲରେ ନିଆଁ ଲାଗୁଥିବା ଯୋଗୁଁ ମୟୂରଭଞ୍ଜ ଜିଲ୍ଲା ଏବେ ଉତ୍ତପ୍ତ ଜିଲ୍ଲା ହୋଇଥିବା ବେଳେ ପ୍ରତ୍ୟେକ ଦିନ ୪୦ରୁ ୪୪ ଡିଗ୍ରୀ ଉପରେ

ବିଜେପି ମାନୁନାହିଁ ଆଇନ : ବିଜେଡି

 ଚଳିତ ନିର୍ବାଚନରେ ବିଜେପି ବାରମ୍ବାର ଆଇନ ଉଲ୍ଲଂଘନ କରୁଛି  । ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ପୁଣି ଫେରାଦ ହୋଇ କାର୍ୟ୍ୟାନୁଷ୍ଠାନ ଦାବି କରିଛି ବିଜେଡି । ଅଭିଯୋଗ ଅନୁଯାୟୀ, ବିଜେପିର ସମ୍ବଲପୁର ଲୋକସଭା ଆସନ ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ରାପଡ଼ା

କଂଗ୍ରେସ ଛାଡିଲେ ଦୁଲାଲ ପ୍ରଧାନ

ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ବିଭିନ୍ନ ରାଜନେତାଙ୍କ ଇସ୍ତଫା ତାଲିକା ଧୀରେ ବଢିବାରେ ଲାଗିଛି । ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ବିଜେପି ଓ କଂଗ୍ରେସରେ ଇସ୍ତଫା ଧାରା ଜାରି ରହିଛି । ଏହି କ୍ରମରେ ଆଜି ଜଣେ କଂଗ୍ରେସ ନେତା ଦଳ ଛାଡ଼ିଛନ୍ତି । କଂଗ୍ରେସରୁ ଇସ୍ତଫା ଦେଲେ ଦୁଲାଲ୍

ଦିନିକିଆ ଓଡ଼ିଶା ଗସ୍ତରେ ରାହୁଲ ଗାନ୍ଧୀ; କଂଗ୍ରେସ କର୍ମୀ ଓ ନେତାଙ୍କୁ ଦେବେ ଗୁରୁମନ୍ତ୍ର

ଭୁବନେଶ୍ବରରେ ରାହୁଲ ଗାନ୍ଧୀ । ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସ୍ବତନ୍ତ୍ର ବିମାନଯୋଗେ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଛନ୍ତି। ଏଠାରୁ ସିଧାସଳଖ ଉତ୍କଳ ଗୌରବ ମଧସୁଦନ ଦାସଙ୍କ ଜନ୍ମପୀଠ ସତ୍ୟଭାମାପୁର ଯାଇଛନ୍ତି। ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ରାସେଶ୍ୱରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର

ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ବିଜେପି ଲୋକସଭା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ । ସୌଜନ୍ୟମୂଳକ ସାକ୍ଷାତ ସହ ତାଙ୍କ ଆଶୀର୍ବାଦ କାମନା କରିଥିବା ସୋସିଆଲ ମିଡିଆରେ ଲେଖିଛନ୍ତି ଧର୍ମେନ୍ଦ୍ର । ହେଲେ ନିର୍ବାଚନ ସମୟରେ

ଆସିଲା ବିଜେଡି ପ୍ରାର୍ଥୀ ତାଲିକା; ବେଗୁନିଆରୁ ଲଢ଼ିବେ ପ୍ରଦୀପ ସାହୁ

ପ୍ରଥମେ ବିଜେପି ଆଉ ଏବେ ୩ ବିଧାନସଭା ସିଟ୍‌ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ୩ ବିଜେଡି ବିଧାନସଭା ପ୍ରାର୍ଥୀ ଘୋଷଣା କରିଛି ଦଳ। ପ୍ରାର୍ଥୀ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ, ବେଗୁନିଆରୁ ପ୍ରଦୀପ ସାହୁ ଏବଂ ଭୋଗରାଇରୁ ଗୌତମବୁଦ୍ଧ

ଆସିଲା BJP ପ୍ରାର୍ଥୀ ତାଲିକା

ଆଉ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି। ଖୋର୍ଦ୍ଧାରୁ ଲଢ଼ିବେ ପ୍ରଶାନ୍ତ ଜଗଦ୍ଦେବ। ସେହିପରି ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ ଶର୍ମା, ବସ୍ତାରୁ ରବୀନ୍ଦ୍ର ଅଣ୍ଡିଆ, ବାସୁଦେବପୁରରୁ ବାଣୀକଲ୍ୟାଣ ମହାନ୍ତି, ହିନ୍ଦୋଳରୁ ସୀମାରାଣୀ ନାଏକ, ସାଲେପୁରରୁ

ବେଲ ପଣାର ଲାଭଦାୟକ ଗୁଣ ଜାଣନ୍ତୁ

ଖରା ଦିନରେ ବେଲ ପଣା ସ୍ୱାସ୍ଥ୍ୟ ପାଇଁ ବେଶ୍ ଉପକାରୀ । ଖାଇବା-ପିଇବାରେ ସାମାନ୍ୟ ଅସାବଧାନତା କାରଣରୁ ହଜମଠୁ ନେଇ ଗ୍ୟାସଟିକ, ଝାଡ଼ା-ବାନ୍ତି, ଜ୍ୱଳନ, ଅମ୍ଳତା, ପେଟ ଯନ୍ତ୍ରଣା ଆଦି ସୃଷ୍ଟି ହୁଏ । ପ୍ରକୃତିରୁ ମିଳୁଥିବା ଗୋଟିଏ ଫଳରେ ଏ ସମସ୍ତ ସମସ୍ୟାକୁ ଦୂର କରିବାର ଗୁଣ ରହିଛି, ତାହା